ଓଲଟିଲା ତୀର୍ଥଯାତ୍ରୀ ବସ୍, ଚାଲିଗଲା ୪ ଜଣଙ୍କ ଜୀବନ
by Argus News
Sat, Sep 28 | 7:17 a.m.

ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ବର ନିକଟରେ ଓଲଟିଲା ତୀର୍ଥଯାତ୍ରୀ ବସ୍ । ଚାଲନ୍ତି ବାଇପାସ ଛକ ନିକଟରେ ଘରୋଇ ବସ୍ ଟି 20 ଫୁଟ ତଳକୁ ଖସି ପଡ଼ିବାରୁ 4 ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଛି । 23ରୁ ଅଧିକ ଆହତ ଯାତ୍ରୀଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି । 10ରୁ ଅଧିକ ଯାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। 57 ଜଣ ଯାତ୍ରୀଙ୍କୁ ନେଇ ଉତ୍ତର ପ୍ରଦେଶରୁ ପୁରୀ ଅଭିମୂଖେ ଆସିବାବେଳେ ଘଟିଛି ଏହି ଦୁର୍ଘଟଣା ।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

ପ୍ଲାଣ୍ଟରେ ବିସ୍ଫୋରଣ
ନିଆଁ ପିଣ୍ଡୁଳା ସଫେଇ ସମୟରେ ଅଘଟଣ; 5 ଗୁରୁତର
ରାଉରକେଲା: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବିସ୍ଫୋରଣ । Sms 1 ରେ ଘଟିଛି ବିସ୍ପୋରଣ । ସକାଳ ୯ ସମୟରେ sms 1 ରେ ସେଡ଼ରେ ନିଆଁ ପିଣ୍ଡୁଳା ସଫେଇ ସମୟରେ ଘଟିଛି ବିସ୍ଫୋରଣ । ବିସ୍ଫୋରଣର
ଭରତପୁର ଥାନା ଘଟଣା
ଭରତପୁର ଥାନା ଘଟଣା:ଗୁଜୁରାଟରେ  ୫ ପୋଲିସ ଅଧିକାରୀଙ୍କର ହେବ ପଲିଗ୍ରାଫ ଟେଷ୍ଟ
ଅର୍ଗସ ବ୍ୟୁରୋ:ଭରତପୁର ଥାନା ଘଟଣାକୁ ନେଇ ଏବେବି ଜାରି ରହିଛି ସସ୍ସପେନ୍ସ,ସତ ପାଇଁ ଚାଲିଛି ମହାନାଟକ,କେବେ ଧରାପଡିବ ସତ,ସାଧାରଣରେ ଉଠିଛି ପ୍ରଶ୍ନ। ଫଳାଫଳ ଉପରେ ରହିଛି ସମସ୍ତଙ୍କ ନଜର
ବିଦ୍ୟାଳୟରେ ତାଲା
ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର, ବିଦ୍ୟାଳୟରେ ପଡିଲା ତାଲା
ମାଲକାନଗିରି: ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର । ବିଦ୍ୟାଳୟରେ ପଡିଲା ତାଲା । ଛାତ୍ରଛାତ୍ରୀମାନେ ବାରଣ୍ଡାରେ ବସି ପଢିଲେ ପାଠ । ନାମକୁ ମାତ୍ର ପ୍ରଧାନଶିକ୍ଷକ । ଦିନେ ହେଲେ ମଧ୍