ବନ୍ଧୁକ ଦେଖାଇ ଲୁଟିନେଲେ ସୁନା, ୨୭୦ ଗ୍ରାମ୍ ସୁନା ସହ ୬ କେଜି ରୁପା
by Argus News
Thu, Apr 04 | 8:29 a.m.

ଅର୍ଗସ ବ୍ୟୁରୋ : ରାଜ୍ୟରେ ଦିନକୁ ଦିନ ବଢିଚାଲିଛି ଚୋରି ଘଟଣା । ତେବେ ପିପିଲିର ଡେଲାଙ୍ଗ ଥାନା ନିକଟରୁ ବନ୍ଧୁକ ମୂନରେ ଜଣେ ସୁନା ବ୍ୟବସାୟୀଙ୍କଠାରୁ ଲୁଟ୍ କଲେ ଚୋର । ୨୭୦ ଗ୍ରାମ୍ ସୁନା, ୬କେଜି ରୁପା ଲୁଟିନେଇଛନ୍ତି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ବ୍ୟବସାୟୀ ଜଣକ ଷ୍ଟେସନ ବଜାରଠାରେ ଥିବା ତାଙ୍କ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ସମୟରେ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ବନ୍ଧୁକ ଦେଖାଇ ୪ ଜଣ ଅଜଣା ଯୁବକ ବ୍ୟବସାୟୀଙ୍କ ହାତରୁ ସୁନା ଏବଂ ରୁପା ଥିବା ବ୍ୟାଗ୍ ଲୁଟିଥିବା ଥାନାରେ ଅଭିଯୋଗ ହୋଇଛି ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ