ଉତ୍ତର କାନାଡାରେ ବିମାନ ଦୁର୍ଘଟଣାଗ୍ରସ୍ତ, ୬ ଜଣଙ୍କର ମୃତ୍ୟୁ
by Argus News
Wed, Jan 24 | 4:36 p.m.

ଅର୍ଗସ ବ୍ୟୁରୋ: ଉତ୍ତର କାନାଡ଼ାରେ ଗତ କାଲି ଖଣି କର୍ମଚାରୀଙ୍କୁ ନେଇ ଏକ ଛୋଟ ବିମାନ ଯାଉଥିଲା। କିନ୍ତୁ ବିମାନଟି ଦୁର୍ଘଟଣାଗ୍ରସ୍ତ ହେବାରୁ ୬  ଜଣ ପ୍ରାଣ ହରାଇଛନ୍ତି । ଦୁର୍ଘଟଣାର କାରଣ ଏଯାଏ ଜଣା ପଡ଼ିନାହିଁ । 

ଗୋଟିଏ ଦିନ ପୂର୍ବରୁ ପଡୋଶୀ ବ୍ରିଟିଶ କଲମ୍ବିଆରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବାପରେ ତିନି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଚାରି ଜଣ ଆହତ ହୋଇଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ବିମାନ ଦୁର୍ଘଟଣାର କାରଣ ଜଣା ପଡିନାହିଁ କିନ୍ତୁ ତଦନ୍ତ ଆରମ୍ଭ ହୋଇଛି। 

ଅଧିକ ପଢ଼ନ୍ତୁ ବିଦେଶ ଖବର 

HOROSCOPE
28m ago
ଏହି 4 ରାଶି ପାଇଁ ଆଜି ଧନ ବର୍ଷା...
ଅର୍ଗସ ବ୍ୟୁରୋ: ଆଜି ଆପଣ ରାଶି କେମିତି କଟିବ । କଣ ରହିଛି ଆପଣଙ୍କ ଭାଗ୍ୟ ଭବିଷ୍ୟତ । ପଢନ୍ତୁ... ମେଷ- ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତାରେ ରହିବେ । ପରିବାର ସହ ସମୟ ବିତାଇବା ପାଇ
ମାଫିଆ
34m ago
'ଓଡ଼ିଶାରେ ସବୁ କ୍ଷେତ୍ରକୁ କବଜା କରିରଖିଛି ଜଣେ ମାଫିଆ'
ଅର୍ଗସ ବ୍ୟୁରୋ: ଓଡ଼ିଶାର 25 ବର୍ଷ ବରବାଦ କରିଛି ବିଜେଡି। ପିଏମ୍ କହିଛନ୍ତି, ଆଦିବାସୀଙ୍କ ଭୂମି ଅଧିକାର ସହ ସମ୍ପର୍କିତ ସମସ୍ୟାର ସମାଧାନ ପାଇଁ ଉଦ୍ଦିଷ୍ଟ ପେଷା ଆଇନ ଲାଗୁ କରିପାରିଲ
TREE CUTTING
54m ago
ବିକାଶ ପ୍ରକ୍ରିୟା ନାଁରେ ବିନାଶ ହେଉଛି ପ୍ରକୃତି
ନୟାଗଡ: ବିକାଶ ପ୍ରକ୍ରିୟା ନାଁରେ ବିନାଶ ହେଉଛି ପ୍ରକୃତି । 45 ଡିଗ୍ରୀ ଅସହ୍ୟ ତାତିରେ ଏବେ ଜଳୁଛି ଜନ ଜୀବନ । ହେଲେ ଅମୃତରୂପୀ ଅମ୍ଳଜାନ ଯୋଗାଉଥିବା ନିର୍ଜୀବ ଗଛ ମାନଙ୍କୁ ନିଷ୍ଠୁର ଭଳ