ମତଦାନ କେନ୍ଦ୍ରକୁ ମୋବାଇଲ ନ ନୋବାକୁ ଅନୁରୋଧ
by Argus News
Sat, May 25 | 1:37 p.m.

ଅର୍ଗସ ବ୍ୟୁରୋ: ମତଦାନ କେନ୍ଦ୍ରକୁ ମୋବାଇଲ ନ ନୋବାକୁ ନିୟମ ହୋଇଥିବା ବେଳେ ଅନେକ ଲୋକ ଏହ ବିଷୟରେ ଜାଣିନାହାନ୍ତି । ଅନେକ  ଲୋକ ଫୋନ ନେଇ ମତଦାନ କେନ୍ଦ୍ରକୁ ଯାଇଥିବାରୁ ଅସୁବିଧାର ସମ୍ମୁଖିନ ହେଉଛନ୍ତି । ଏପଟେ ମତଦାନ କେନ୍ଦ୍ରରେ ବି ମୋବାଇଲ ରଖିବାକୁ କୌଣସି ବ୍ୟବସ୍ଥା ହୋଇନଥିବାରୁ ଭୋଟର ଅସନ୍ତୋଷ  ଦେଖାଯାଇଛି । ଖାଲି ତାହା ନୁହେଁ ସ୍ମାର୍ଟ ୱାଚ ମଧ୍ୟ ନେଇ ଭିତରକୁ ଯାଇପାରିବେ ନାହିଁ ।ମତଦାନ କେନ୍ଦ୍ରକୁ ଫୋନ ସାଙ୍ଗରେ ନ ନେବାକୁ ସବୁ ମତଦାତାଙ୍କୁ ପ୍ରେସମିଟ୍ ଜରିଆରେ ଅନୁରୋଧ କରିଛନ୍ତି ମୁଖ୍ୟ ର୍ନିବାଚନ ଅଧିକାରୀ ନୁକୁଂଜ ବିହାରୀ ଧଳ । 

 ୨୦୨୪ ଲୋକସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ ସମସ୍ତ ଭୋଟରଙ୍କୁ ଅଧିକ ସଂଖ୍ୟାରେ ଭୋଟ ଦେବାକୁ ଅନୁରୋଧ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରତ୍ୟେକ ଭୋଟ ଗୁରୁତ୍ବପୂର୍ଣ୍ଣ, ଆପଣଙ୍କ ଭୋଟ ମଧ୍ୟ ଗୁରୁତ୍ବପୂର୍ଣ୍ଣ । ଗଣତନ୍ତ୍ର ସେତେବେଳେ ସୁଦୃଢ ହୁଏ ଯେତେବେଳେ ଲୋକମାନେ ନିର୍ବାଚନ ପ୍ରକ୍ରିୟାରେ ସକ୍ରିୟ ଭାବେ ସାମିଲ ହୁଅନ୍ତି ।ବିଶେଷ କରି ମହିଳା ଓ ଯୁବ ଭୋଟରଙ୍କୁ ଅଧିକ ସଂଖ୍ୟାରେ ଭୋଟ ଦେବାକୁ ଅନୁରୋଧ କରିଛନ୍ତି ପ୍ରଧାନମନ୍ତ୍ରୀ । ସେପଟେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ମତ ସାବସ୍ତ୍ୟ କରିବା ପାଇଁ ଭୋଟରଙ୍କୁ ନିବେଦନ କରିଛନ୍ତ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା