ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା
by Argus News
Fri, Feb 16 | 7:39 a.m.

 ଅର୍ଗସ ବ୍ୟୁରୋ : ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା । ମୋଟ 19 ସିଟିଂ ସହ ପ୍ରତ୍ୟେକ ଦିନ ଗୋଟିଏ ଲେଖାଏଁ ବିଷୟରେ ହେବ ଏଗଜାମ୍ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତକଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗରେ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ପରୀକ୍ଷା ଦେବେ ୩ ଲକ୍ଷ ୮୬ ହଜାର ୨୫୦ ଛାତ୍ରଛାତ୍ରୀ । ଚଳିତବର୍ଷ ମୋଟ୍‌ ୩ ଲକ୍ଷ ୮୬ ହଜାର ୨୫୦ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ।  

ଅଧିକ ପଢନ୍ତୁ : ପରୀକ୍ଷା ଦେବେ ୩ ଲକ୍ଷ ୮୬ ହଜାର ୨୫୦ ପରୀକ୍ଷାର୍ଥୀ

ରେଗୁଲାରରେ ୩ ଲକ୍ଷ ୬୦ ହଜାର ୧୯୮ ଜଣ ଏବଂ ଏକ୍ସ ରେଗୁଲାରରେ ୨୬ ହଜାର ୫୨ ଜଣ ରହିଛନ୍ତି । କଳାରେ ୨ ଲକ୍ଷ ୩୭ ହଜାର ୭୫୦, ବିଜ୍ଞାନରେ ୧ ଲକ୍ଷ ୧୬ ହଜାର ୬୨୦, ବାଣିଜ୍ୟରେ ୨୬ ହଜାର ୮୯ ଜଣ ପରୀକ୍ଷା ଦେବାକୁ ଥିବା ବେଳେ, ଧନ୍ଦାମୂଳକରେ ୫ ହଜାର ୭୯୧ ଜଣ ପରୀକ୍ଷା ଦେବେ । ସୋସିଆଲ ମିଡିଆର କୌଣସି ଗୁଜବ ତଥ୍ୟକୁ ବିଶ୍ବାସ ନ କରିବାକୁ ପରାମର୍ଶ ଦେଇଛନ୍ତି ବୋର୍ଡ କର୍ତ୍ତୃପକ୍ଷ । ମୋଟ ୧୯ଟି ସିଟିଂରେ ହେବ ପରୀକ୍ଷା ।

ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି