ଜାନୁଆରୀ ୨ରୁ ୧୨ ଯାଏ ଚାଲିବ ଯୁକ୍ତ ୨ ପ୍ରାକ୍ଟିକାଲ ପରୀକ୍ଷା
by Argus News
Fri, Dec 01 | 6:25 p.m.

ଅର୍ଗସ ବ୍ୟୁରୋ :  ଯୁକ୍ତ ୨ ପ୍ରାକ୍ଟିକାଲ ପରୀକ୍ଷା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆସିଲା ତାରିଖ। ଆସନ୍ତା ଜାନୁଆରୀ ୨ରୁ ୧୨ ତାରିଖ ଯାଏ ଚାଲିବ ପରୀକ୍ଷା। ବିଜ୍ଞାନ , କଳା ଓ ବାଣିଜ୍ୟ ବିଭାଗ ପାଇଁ ନୋଟିସ। ୧୬ ଫେବ୍ରୁଆରୀରୁ ହୋଇପାରେ ଯୁକ୍ତ ୨ ପରୀକ୍ଷା। ଏ ବାବଦରେ ସମ୍ପୂର୍ଣ୍ଣ ସୂଚନା ପରବର୍ତ୍ତୀ ସମୟରେ ନୋଟିଫିକେସନ ଆସିବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ସୂଚନା ।
 

ଅଧିକ ପଢନ୍ତୁ ଶିକ୍ଷା ଖବର

ରାଜ୍ୟରେ ଲାଗୁ ହେବ
4m ago
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ
LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର