ଦୁଇ ଦିନିଆ ଭିଏତନାମା ଗସ୍ତରେ ଥିବା ପିଏମ୍ ମୋଦି
by Argus News
Thu, Oct 10 | 8:46 p.m.

ଅର୍ଗସ ବ୍ୟୁରୋ: ଲାଓସରେ ପ୍ରଧାନମନ୍ତ୍ରୀ ମୋଦି । ଆଜି ଲାଓସରେ ପହଂଚିବାପରେ ପ୍ରଧାନମନ୍ତ୍ରୀଙ୍କ ଭବ୍ୟ ସ୍ବାଗତ କରାଯାଇଥିଲା ।  ଦୁଇ ଦିନିଆ ଭିଏତନାମା ଗସ୍ତରେ ଥିବା ପିଏମ୍ ମୋଦି 21ତମ ଆସିଆନ ସମିଟ ସହ ଇଷ୍ଟ ଏସିଆ ସମିଟରେ ସାମିଲ ହେବେ । ସମ୍ମିଳନୀରେ ସାମିଲ ହେବାକୁ ମୋଦିଙ୍କୁ ନିମନ୍ତ୍ରଣ କରିଥିଲେ ଲାଓସ ପ୍ରଧାନମନ୍ତ୍ରୀ ସୋନେକ୍ସାୟ ସିମ୍ଫାନଡନ । 

ଆଜି  ଲାଓସ ପିଏମଙ୍କ ସହ ଦ୍ବିପାକ୍ଷିକ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଚଳିତବର୍ଷ ଆସିଆନ ସମିଟିର ଅଧ୍ୟକ୍ଷତା କରୁଛି ଲାଓସ । ପ୍ରଧାନମନ୍ତ୍ରୀ ମୋଦିଙ୍କ ପୂର୍ବରୁ ଜୁଲାଇରେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଲାଓସ ଗସ୍ତ କରିଥିଲେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଲାଓସ ର ପ୍ରବାସୀ ଭାରତୀୟଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି । 

ଯୁବଶକ୍ତି
'ସଂଘର୍ଷ ଦ୍ବାରା ନିଜ ପାଇଁ ରାସ୍ତା ନିର୍ମାଣ କରନ୍ତୁ ଯୁବଶକ୍ତି, ସଫଳତା ପାଦ ଛୁଇଁବ '
ଅର୍ଗସ ବ୍ୟୁରୋ: ସଂଘର୍ଷ ଦ୍ବାରା ନିଜ ପାଇଁ ରାସ୍ତା ନିର୍ମାଣ କରନ୍ତୁ ଯୁବଶକ୍ତି, ସଫଳତା ପାଦ ଛୁଇଁବ । ଗୁରୁବାର ଗୋରଖପୁରର ମହାରାଣା ପ୍ରତାପ ଶିକ୍ଷା ପରିଷଦ ପକ୍ଷରୁ ପରିଚାଳି
ଲାଓସରେ ପ୍ରଧାନମନ୍ତ୍ରୀ
ଦୁଇ ଦିନିଆ ଭିଏତନାମା ଗସ୍ତରେ ଥିବା ପିଏମ୍ ମୋଦି
ଅର୍ଗସ ବ୍ୟୁରୋ: ଲାଓସରେ ପ୍ରଧାନମନ୍ତ୍ରୀ ମୋଦି । ଆଜି ଲାଓସରେ ପହଂଚିବାପରେ ପ୍ରଧାନମନ୍ତ୍ରୀଙ୍କ ଭବ୍ୟ ସ୍ବାଗତ କରାଯାଇଥିଲା । ଦୁଇ ଦିନିଆ ଭିଏତନାମା ଗସ୍ତରେ ଥିବା ପିଏମ୍ ମୋଦି 21ତ
SAPTAMI PUJA
ଘଣ୍ଟ ଘଣ୍ଟା ସାଙ୍ଗକୁ ପାରମ୍ପରିକ ବାଦ୍ୟରେ ପ୍ରକମ୍ପିତ ଶକ୍ତିପୀଠ
ଅର୍ଗସ ବ୍ୟୁରୋ: ଦଶଭୂଜାଙ୍କ ଆଗମନ ପାଇଁ ରାଜ୍ୟସାରା ପାର୍ବଣର ଧୁମ୍ । ଆଜି ମଣ୍ଡପେ ମାଆଙ୍କ ସପ୍ତମୀ ଓ ପୀଠରେ ମହାଅଷ୍ଟମୀ ପୂଜା ଚାଲିଛି । ଘଣ୍ଟ ଘଣ୍ଟା ସାଙ୍ଗକୁ ପାରମ୍ପରିକ ବାଦ୍ୟର