ରାମ ମନ୍ଦିର ନିର୍ମାଣର ଅଗ୍ରଗତି ନେଇ ମୋଦିଙ୍କ ସହ ଆଲୋଚନା 
by Argus News
Fri, Dec 08 | 8:46 p.m.

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ଏହି ଅବସରରେ ରାମ ମନ୍ଦିର ନିର୍ମାଣର ଅଗ୍ରଗତି ନେଇ ଆଲୋଚନା କରିଥିବା ଚର୍ଚ୍ଚା ହେଉଛି।

ଏହା ଅଯୋଧ୍ୟାରେ ଅନ୍ତର୍ଜାତୀୟ ବିମାନ ବନ୍ଦରର ନିର୍ମାଣର ଅଗ୍ରଗତି ସମ୍ପର୍କରେ ଆଲୋଚନା ହୋଇଥାଇପାରେ ବୋଲି ଚର୍ଚ୍ଚା ହେଉଛି।  ଏହି ଅବସରରେ ଏକ ପୁସ୍ତକ ଭେଟି ଦେଇଛନ୍ତି ଯୋଗୀ। ଏହାସହ ଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କୁ ମଧ୍ୟ ସାକ୍ଷାତ କରିଛନ୍ତି  ଯୋଗୀ।  
 

ଅଧିକ ପଢନ୍ତୁ ଭାରତ ଖବର 

LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର
SAMEER
ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ
ଅର୍ଗସ ବ୍ୟୁରୋ: ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ। ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯନଙ୍କୁ ଗିରଫ କରି ଚର୍ଚ୍ଚାକୁ ଆସିଥିଲେ। ଏକ ଡ୍ରଗ୍ସ ଡିଲ୍ ମାମଲାରେ 2021