ପୁଣି ଓଡ଼ିଶାରେ ମୋଦି ଧମାକା
by Argus News
Mon, May 20 | 6:34 a.m.

ଅର୍ଗସ ବ୍ୟୁରୋ : ପୁଣି ଓଡ଼ିଶାରେ ମୋଦି ଧମାକା । ଆଜି ସକାଳୁ ସକାଳୁ ଭୁବନେଶ୍ବର ରାଜଭବନରୁ ବାହାରି ପୁରୀ ଅଭିମୁଖେ ଗଲେ ପ୍ରଧାନମନ୍ତ୍ରୀ । ଆଉ କିଛି ସମୟ ପରେ ପୁରୀରେ ପହଞ୍ଚିବେ ମୋଦି। ମହାପ୍ରଭୁଙ୍କ ଦର୍ଶନ କରି ସାରିବା ପରେ ବଡ଼ଦାଣ୍ଡରୁ ଆରମ୍ଭ କରିବେ ରୋଡ଼ ସୋ । ପୁରୀରେ ରୋଡ଼ ସୋ ସରିବା ପରେ ଅନୁଗୋଳ ଓ କଟକରେ ଜନସଭାକୁ ସମ୍ବୋଧିତ କରିବେ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ସକାଳ ୭ଟା ୫୫ରେ ପୁରୀ ମରିଚକୋଟରୁ ଆରମ୍ଭ ହେବ ରୋଡ୍ ସୋ' । ସକାଳ ୮ଟାରୁ ୯ଟା ଯାଏ ରୋଡ୍ ସୋ' । ସକାଳ ୯ଟା ୫ରେ ପୁରୀ ମେଡିକାଲ ଛକରେ ଶେଷ ହେବ ରୋଡ୍ ସୋ' । ସକାଳ ୯ଟା ୧୫ରେ ପୁରୀ ହେଲିପ୍ୟାଡ୍‌ରେ ପହଞ୍ଚିବେ । ସକାଳ ୯ଟା ୨୦ରେ ହେଲିକପ୍ଟର ଯୋଗେ ଅନୁଗୁଳ ଯିବେ । 

 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ