ଆଜି କେରଳ ଯିବେ ମୋଦି, ପଲକଡରେ ରୋଡ ସୋ କରିବାର ରହିଛି କାର୍ଯ୍ୟକ୍ରମ
by Argus News
Tue, Mar 19 | 9:20 a.m.

ଅର୍ଗସ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି କେରଳ ଯିବେ । ପଲକଡରେ ସେ ବିଶାଳ ରୋଡ ସୋ କରିବାର କାର୍ଯ୍ୟକ୍ରମ ରହିଛି । ସକାଳ ୧୦ଟାରେ ଏହି ରୋଡ ସୋ ଆରମ୍ଭ ହେବ । ପଲକଡ ବିଜେପି ପ୍ରାର୍ଥୀ ସି. କ୍ରିଷ୍ଣକୁମାରଙ୍କ ପାଇଁ ସେ ପ୍ରଚାର କରିବେ । ପଲକଡ ରୋଡ ସୋରେ ଲକ୍ଷାଧିକ ଲୋକ ସାମିଲ ହେବେ ବୋଲି ରାଜ୍ୟ ବିଜେପି ପକ୍ଷରୁ କୁହାଯାଇଛି ।

ଅଧିକ ପଢ଼ନ୍ତୁ ଦେଶ ଖବର: 

ପ୍ରଧାନମନ୍ତ୍ରୀ
17m ago
ଆସନ୍ତା କାଲି ଦୁଇ ଦିନିଆ ନିର୍ବାଚନ ପ୍ରଚାରରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ
ଆସନ୍ତା କାଲି ଭୁବନେଶ୍ୱରରେ ରୋଡ ସୋରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ସନ୍ଧ୍ୟା ୬ ଟାରେ ରାଜ୍ୟ କାର୍ଯ୍ୟାଳୟରୁ ବାଣୀବିହାର ପର୍ଯ୍ୟନ୍ତ ରୋଡ ସୋ କରିବେ ମୋଦି ଆସନ୍ତ
ଧର୍ମେନ୍ଦ୍ର
19m ago
" ଲୋକଙ୍କୁ ଠକିଲେ ଲୋକମାନେ ହିଁ ଭାଙ୍ଗି ଦିଅନ୍ତି ସରକାର " - ଧର୍ମେନ୍ଦ୍ର
ଅର୍ଗସ ବ୍ୟୁରୋ : ନିର୍ବାଚନ ଫଳ ଆସିବା ପରେ ବିଜେଡିକୁ ଭାଙ୍ଗି ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶ ପରି ସରକାର ଗଠନ ଲାଗି ରଣନୀତି କରିଛି ବିଜେପି। ବରାଦି ସାମ୍ବାଦିକ ସମ୍ମିଳନୀରେ ବିଜେଡ
ଅଦ୍ରିଜା ସିଂହଦେଓ
31m ago
ମହିଳାଙ୍କୁ ନ୍ୟାୟ କଥା କହୁଥିବା ମୁଖ୍ୟମନ୍ତ୍ରୀଙ୍କୁ ଅଦ୍ରିଜା ସିଂହଦେଓଙ୍କ ପ୍ରଶ୍ନ
ଭୁବନେଶ୍ୱର: ନିର୍ବାଚନ ସମୟରେ ନ୍ୟାୟ ପାଇଁ ରାଜାଘର ବୋହୂର ନିବେଦନ । ଯୌତୁକ ନିର୍ଯାତନା ଦେଉଥିବା ଅଭିଯୋଗରେ ପୂର୍ବରୁ ଡେରାଡୁନ ପୋଲିସ ପାଖରେ ଅଭିଯୋଗ କରିଥିଲେ ଅର୍କେଶ ନାରାୟ