ଆସନ୍ତା ୩୦ରେ ଶ୍ରୀରାମ ଅନ୍ତର୍ଜାତୀୟ ବିମାନ ବନ୍ଦରର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
by Argus News
Tue, Dec 26 | 7:50 a.m.

ଅର୍ଗସ ବ୍ୟୁରୋ: ଆସନ୍ତା 30 ତାରିଖରେ ମର୍ଯ୍ୟାଦା ପୁରୁଷତ୍ତମ ଶ୍ରୀରାମ ଅନ୍ତର୍ଜାତୀୟ ବିମାନ ବନ୍ଦରର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। 6 ଜାନୁଆରୀରୁ ଦେବ ଭୂମି ଅଯୋଧ୍ୟା ସହ ଦେଶର ଅନେକ ପ୍ରମୁଖ ସହର ସହିତ ବିମାନପଥରେ ଯୋଗାଯୋଗ ହେବ। ଦିଲ୍ଲୀ ,ମୁମ୍ବାଇ,ଚେନ୍ନାଇ,କୋଲକାତା,ବାଙ୍ଗାଲୋର ,ହାଇଦ୍ରାବାଦ ସମେତ ଅନେକ ବଡ଼ ବଡ଼ ସହର ଅଯୋଧ୍ୟା ସହ ସଂଯୁକ୍ତ ହେବେ । ଘଣ୍ଟାପ୍ରତି ଦୁଇ ରୁ ତିନିଟି ବିମାନ ଉଡ଼ାଣ କରିବ ।

ଅଧିକ ପଢ଼ନ୍ତୁ ଦେଶ ଖବର:

MODI
1m ago
ପୁଣି ଓଡ଼ିଶାରେ ମୋଦି ଧମାକା
ଅର୍ଗସ ବ୍ୟୁରୋ : ପୁଣି ଓଡ଼ିଶାରେ ମୋଦି ଧମାକା । ଆଜି ସକାଳୁ ସକାଳୁ ରାଜଭବନରୁ ବାହାରି ପୁରୀ ଅଭିମୁଖେ ଗଲେ ପ୍ରଧାନମନ୍ତ୍ରୀ । ଆଉ କିଛି ସମୟ ପରେ ପୁରୀରେ ପହଞ୍ଚିବେ ମୋଦି। ମହାପ୍ରଭୁଙ୍
CYCLONE ALERT
16m ago
ପୁଣି ଓଡ଼ିଶାକୁ ବାତ୍ୟା ଭୟ, ବଙ୍ଗୋପସାଗରରେ ବାନ୍ଧୁଛିଦାନା
ଅର୍ଗସ ବ୍ୟୁରୋ : ପୁଣି ଓଡ଼ିଶାକୁ ଭୟ ଦେଖାଇଲାଣି ବାତ୍ୟା । ଆସନ୍ତା ୨୧ ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପ ସାଗରରେ ସୃ‌ଷ୍ଟି ହୋଇପାରେ ବାତ୍ୟା । ଏହା ଉତ୍ତର-ପୂର୍ବ ଦିଗରେ ଗତ
LOK SABHA POLLS
32m ago
ଆଜି ଦେଶରେ ପଞ୍ଚମ ପର୍ଯ୍ୟାୟ ମତଦାନ
ଅର୍ଗସ ବ୍ୟୁରୋ : ଆଜି ଦେଶରେ ପଞ୍ଚମ ପର୍ଯ୍ୟାୟ ମତଦାନ । ୮ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ଲୋକସଭା ଆସନରେ ହେବ ଭୋଟଗ୍ରହଣ । ଉତ୍ତରପ୍ରଦେଶର ୧୪ ସିଟ୍, ମହାରାଷ୍ଟ୍ର ୧୩ଟି ସିଟ୍