ପ୍ରଧାନମନ୍ତ୍ରୀ ମହିଳା କୃଷକ ଡ୍ରୋନ୍‌ କେନ୍ଦ୍ରର କଲେ ଶୁଭାରମ୍ଭ
by Argus News
Thu, Nov 30 | 12:50 p.m.

ନୂଆଦିଲ୍ଲୀ: ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ହିତାଧିକାରୀଙ୍କ ସହ ଆଲୋଚନା କଲେ ପିଏମ୍‌ ମୋଦି । ପ୍ରଧାନମନ୍ତ୍ରୀ ମହିଳା କୃଷକ ଡ୍ରୋନ୍‌ କେନ୍ଦ୍ରର କଲେ ଶୁଭାରମ୍ଭ। ମହିଳା ମାନଙ୍କର ନେତୃତ୍ବାଧୀନ ବିକାଶ ଦିଗରେ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ସ୍ବରୂପ ପ୍ରଧାନମନ୍ତ୍ରୀ ମହିଳା କୃଷକ ଡ୍ରୋନ୍‌ କେନ୍ଦ୍ରର ଶୁଭାରମ୍ଭ କରିଛନ୍ତି। 10 ହଜାର ତମ ଜନ ଔଷଧି କେନ୍ଦ୍ରର ଲୋକାର୍ପଣ କରିଛନ୍ତି ପିଏମ୍ ମୋଦି। ଏହାସହ ଏମ୍ସ ଦେଓଘରରେ ଐତିହାସିକ ୧୦ ହଜାର ତମ ଜନ ଔଷଧି କେନ୍ଦ୍ର ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ।

 ସରକାରଙ୍କ ପ୍ରମୁଖ ଯୋଜନା ଗୁଡ଼ିକର ସୁଫଳ ଯେପରି ନିର୍ଦ୍ଧାରିତ ସମୟରେ ସମସ୍ତ ହିତାଧିକାରୀ ମାନଙ୍କ ପାଖରେ ପହଞ୍ଚି ପାରିବ ସେଥିପାଇଁ ସମନ୍ବୟ ହାସଲ କରିବା ଉଦ୍ଦେଶ୍ୟରେ ସମଗ୍ର ଦେଶରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଆୟୋଜନ କରାଯାଉଛି । ଦେଶର ବିକାଶକୁ ସୁନିଶ୍ଚିତ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ନିରନ୍ତର ପ୍ରୟାସ ଜାରି ରହିଛି ।

ଅଧିକ ପଢନ୍ତୁ ଭାରତ ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ