ଫୋକସରେ ୨୦୪୭ ସୁଦ୍ଧା ବିକଶିତ ଭାରତ
by Argus News
Sat, Jul 27 | 12:31 p.m.

ଅର୍ଗସ ବ୍ୟୁରୋ:  ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହେଲା ନିତି ଆୟୋଗ ଗଭର୍ଣ୍ଣିଂ କାଉନସିଲର ବୈଠକ । ଫୋକସରେ ୨୦୪୭ ସୁଦ୍ଧା ବିକଶିତ ଭାରତ । ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ଶାସିତ ଅଞ୍ଚଳର ରାଜ୍ୟପାଳ ଯୋଗଦେଇଛନ୍ତି । ପୁନର୍ଗଠିତ ନିତି ଆୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି  ଅଧ୍ୟକ୍ଷ ରହିଥିବା ବେଳେ ୪ ଜଣ ସ୍ଥାୟୀ ସଦସ୍ୟଙ୍କ ସହିତ ୧୫ ଜଣ କେନ୍ଦ୍ରମନ୍ତ୍ରୀଙ୍କୁ ସ୍ବତନ୍ତ୍ର ଆମନ୍ତ୍ରିତ ସଦସ୍ୟ ଭାବେ ସ୍ଥାନ ଦିଆଯାଇଛି । ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୈଠକରେ ଉପସ୍ଥିତ ଅଛନ୍ତି । ସେପଟେ ମମତା, ହେମନ୍ତଙ୍କୁ ଛାଡ଼ି ସଂଘୀୟ ବ୍ୟବସ୍ଥାର ଉଲ୍ଲଙ୍ଘନ କରି ବୈଠକକୁ ବର୍ଜନ କରିଛନ୍ତି ବିଭିନ୍ନ ଅଣବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ।

ଅଧିକ ପଢ଼ନ୍ତୁ ଦେଶ ଖବର:

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା