ଦୁଇ ଦିନିଆ ଭାରତ ଗସ୍ତରେ ଆସିଛନ୍ତି ଗ୍ରୀକ୍ ପ୍ରଧାନମନ୍ତ୍ରୀ
by Argus News
Wed, Feb 21 | 9:57 p.m.

ଅର୍ଗସ ବ୍ୟୁରୋ : ଦୁଇ ଦିନିଆ ଭାରତ ଗସ୍ତରେ ଆସିଛନ୍ତି ଗ୍ରୀକ୍ ପ୍ରଧାନମନ୍ତ୍ରୀ କିରିୟାକୋସ ମିତ୍ସୋଟାକିସ୍ । ଏହି ଅବସରରେ ତାଙ୍କୁ ରାଷ୍ଟ୍ରପତି ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଗତ ଜଣାଇଥିଲେ । ସେଠାରେ ଦୁଇ ଦେଶର ନେତାଙ୍କ ମଧ୍ୟରେ ପ୍ରତିନିଧିସ୍ତରୀୟ ଆଲୋଚନା ହୋଇଥିଲା । 

ଅଧିକ ପଢନ୍ତୁ ଭାରତ ଖବର

ଆଲୋଚନା ପରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ୧୬ ବର୍ଷ ପରେ ଗ୍ରୀକର ପ୍ରଧାନମନ୍ତ୍ରୀ ଭାରତ ଆସିଛନ୍ତି । ଏହା ଦେଶ ପାଇଁ ଏକ ଐତିହାସିକ କ୍ଷଣ । ଏହାସହ ଗ୍ରୀକ୍ ପ୍ରଧାନମନ୍ତ୍ରୀ ଉପରାଷ୍ଟ୍ରପତି ଜଗଦୀପ ଧନକଡେ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଜୟଶଙ୍କରଙ୍କୁ ମଧ୍ୟ ସାକ୍ଷାତ କରିଥିଲେ ।  

ଆଜିଠାରୁ ଏକମାସ
33m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
54m ago
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
56m ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି