ମା'ଙ୍କ ପାଇଁ ଗଛ ଲଗାଇବାକୁ ଆହ୍ବାନ ଦେଲେ ମୋଦି
by Argus News
Sun, Jun 30 | 1:30 p.m.

ଅର୍ଗସ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ 111 ତମ ମନ୍ କୀ ବାତ୍ । ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହେବା ପରେ ମୋଦିଙ୍କ ପ୍ରଥମ ମନ୍ କୀ ବାତ୍ କାର୍ଯ୍ୟକ୍ରମ । ସାଧାରଣ ନିର୍ବାଚନରେ ରେକର୍ଡ ମତଦାନ ପାଇଁ ବଧାଇ ଜଣାଇଲେ ମୋଦି। ଏହା ସହ ରଥଯାତ୍ରା ପାଇଁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ । 

ଜୀବନରେ ମା'ଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ। ମା'ଙ୍କ ପାଇଁ ଗଛ ଲଗାଇବାକୁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି । ଧରିତ୍ରୀ ମା'ଙ୍କ ପାଇଁ ଗଛ ଲଗାଇବା ବି ଜରୁରୀ। ସଂସ୍କୃତ ଭାଷାକୁ ସମ୍ମାନ ଦେବା ସହ 'My product my pride' ଅଭିଯାନ ଆରମ୍ଭ କରିବାକୁ ଆହ୍ବାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ। 

ସେପଟେ ଓଡ଼ିଶାରେ ବିଜେପିର ବିଜୟ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ମନର କଥା ଏକାଠି ଶୁଣିବେ 10 ହଜାରରୁ ଅଧିକ ବିଜେପି ନେତା ଓ କର୍ମୀ ।

ମୋଦିଙ୍କ ତୃତୀୟ ପାଳିର ପ୍ରଥମ ମନ୍ କୀ ବାତ୍ କାର୍ଯ୍ୟକ୍ରମ
 

ଦିଲ୍ଲୀରେ ଅରେଞ୍ଜ
2m ago
ଦିଲ୍ଲୀରେ ଅରେଞ୍ଜ ଆର୍ଲଟ ଜାରି କଲା ପାଣିପାଗ ବିଭାଗ
ଅର୍ଗସ ବ୍ୟୁରୋ: ପାଣିପାଗ ବିଭାଗ ଅନୁଯାୟୀ ଦିଲ୍ଲୀରେ ଆଗାମୀ ଦୁଇଦିନ ଯାଇଁ ଅରେଞ୍ଜ ଆର୍ଲଟ ଜାରି କରିଛି ପାଣିପାଗ ବିଭାଗ । ପୁବ ବର୍ଷା ଅନୁଯାୟୀ ଦିଲ୍ଲୀରେ ଭାରି ବର୍ଷା କାରଣରୁ ୧୫
ଏକାଦଶୀ ପାଇଁ
18m ago
ଏକାଦଶୀ ପାଇଁ ମହାପ୍ରଭୁ ଶ୍ରୀ ଅଲାରନାଥଙ୍କ ପୀଠରେ ଲାଗିଛି ଭିଡ଼
ଅର୍ଗସ ବ୍ୟୁରୋ: ଏକାଦଶୀ ପାଇଁ ମହାପ୍ରଭୁ ଶ୍ରୀ ଅଲାରନାଥ ପୀଠରେ ଲାଗିଛି ଭିଡ । ମହାପ୍ରଭୁ ଲକ୍ଷ୍ମୀ ନାରାୟଣ ବେଶରେ ଦର୍ଶନ ଦେଉଛନ୍ତି । ଶଙ୍ଖ ଚକ୍ର ଗଦା ପଦ୍ମ ଧାରୀ ଚତୁର୍ଭୁଜ ନାରାୟଣଙ୍
ନରେନ୍ଦ୍ର ମୋଦି
57m ago
ଆଜି ଲୋକସଭାରେ ଅଭିଭାଷଣ ରଖିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଅର୍ଗସ ବ୍ୟୁରୋ: ଆଜି ଲୋକସଭାରେ ଅଭିଭାଷଣ ରଖିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଭାଗ ନେଇ ମତ ରଖିବେ । ତୃତୀୟ ଥ