ଜର୍ଜିଆ ମେଲୋନି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ନିମନ୍ତ୍ରଣ...
by Argus News
Fri, Apr 26 | 12:22 p.m.

ନୂଆଦିଲ୍ଲୀ:ଜୁନ ମାସରେ ହୋଵାକୁ ଥିଵା  G7 ସମ୍ମିଳନୀରେ ଯୋଗ ଦେଵାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଇଟାଲୀର ପ୍ରଧାନ ମନ୍ତ୍ରୀ  ଜର୍ଜିଆ ମେଲୋନିଙ୍କ ନିମନ୍ତ୍ରଣ କରିଛନ୍ତି । ସେଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ତାଙ୍କ ସହ କଥା  ହୋଇଛନ୍ତି ଏଵଂ ଧନ୍ୟଵାଦ ଜଣାଇଛନ୍ତି । 

ସେହିପରି ଆଗକୁ ଥିଵା ଇଟାଲୀର ୭୯ତମ ମୁକ୍ତି ଦିଵସ ପାଳନ ହୋଉଥିଵାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 'X' ରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ମୁକ୍ତି ଦିବସର ୭୯ ତମ ବାର୍ଷିକୀରେ ସେ ଜର୍ଜିଆ ମେଲୋନି ଏବଂ ଇଟାଲୀବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଜୁନ୍ ମାସରେ G7 ଶିଖର ସମ୍ମିଳନୀକୁ ନିମନ୍ତ୍ରଣ ପାଇଁ ତାଙ୍କୁ ଧନ୍ୟବାଦ। ଗତବର୍ଷ ବସିଥିବା ଜି-୨୦ ସମ୍ମିଳନୀର ପରିଣାମ ଓ ପ୍ରଭାବ ସମ୍ପର୍କରେ ଜି-୭ ସମ୍ମିଳନୀରେ ଆଲୋଚନା ହେବ।

ଅଧିକ ପଢ଼ନ୍ତୁ ବିଦେଶ ଖବର

ILLEGAL MINING
23m ago
ବେଆଇନ୍ ଖଣି ଉତ୍ତୋଳନ ନେଲା ୩ ଶ୍ରମିକଙ୍କ ଜୀବନ
ଅର୍ଗସ ବ୍ୟୁରୋ: ୩ ପରିବାରର ଖଣି ଲୁଟର ଶିକାର ଗରିବ ଶ୍ରମିକ । ଡଙ୍କାରୀରେ ବେଆଇନ୍ ଖଣି ଉତ୍ତୋଳନ ନେଲା 3 ଶ୍ରମିକଙ୍କ ଜୀବନ । 3 ଦିନ ପୂର୍ବରୁ ଜଣେ ଶ୍ରମିକଙ୍କ ମୃତ୍ୟ
SECOND
ଶନିବାର ଥମିଛି ପ୍ରଚାର, ଆସନ୍ତାକାଲି ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ
ଅର୍ଗସ ବ୍ୟୁରୋ: ଆସନ୍ତାକାଲି ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଶନିବାର ଥମିଛି ପ୍ରଚାର । ସମସ୍ତ ବଳ ଲଗାଇ ଦେଇଛନ୍ତି ପ୍ରାର୍ଥୀ । ଜନତାଙ୍କ ମନ ଜିତିବା ସହ ବିକାଶ ଓ ନି
LOW PRESSURE
ଲଘୁଚାପ କ୍ଷେତ୍ର ପ୍ରଭାବରେ ହୋଇପାରେ ବର୍ଷା, ପାଣିପାଗ ବିଭାଗର ସୂଚନା
ଅର୍ଗସ ବ୍ୟୁରୋ: ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ହୋଇପାରେ ବର୍ଷା । ପ୍ରାକ୍ ମୌସୁମୀ ଋତୁରେ ବାତ୍ୟା ଆକଳନ କଲ