ପାଞ୍ଚ ମାସର ଶିଶୁ ପୁତ୍ରର ମୃତ୍ୟୁ ପରେ ମେଡ଼ିକାଲରେ ହଙ୍ଗାମା
by Argus News
Thu, Feb 22 | 8:22 a.m.

ଅର୍ଗସ ବ୍ୟୁରୋ : ଗଞ୍ଜାମ ଜିଲ୍ଲା ବୁଗୁଡା ସହରର ନେଳିଆବନ୍ଧ ସାହିର ଗୋଟିଏ ପାଞ୍ଚ ମାସର ଶିଶୁ ପୁତ୍ରର ଅଚାନକ ମୃତ୍ୟୁ ହୋଇଛି । ମୃତ୍ୟୁ ବରଣର କାରଣ ଅସ୍ପଷ୍ଟ ରହିଥିବା ବେଳେ ବୁଧବାର ସକାଳେ ବୁଗୁଡା ମେଡିକାଲକୁ ଆସି ଟିକା ଗ୍ରହଣ କରି ଘରକୁ ଯାଇଥିଲେ ପରିବାର । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ତେବେ ରାତିରେ ଅଚାନକ ଶିଶୁ ଟିର ମୃତ୍ୟୁ ବରଣ ହୋଇଥିବା ବେଳେ ଭୂଲ ଟୀକା ପ୍ରଦାନ ହେତୁ ମୃତ୍ୟୁ ବରଣ ହୋଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ । ଏହାକୁ ନେଇ ବିଳମ୍ବିତ ରାତିରେ ମୃତ ଶିଶୁର ପରିବାର ଲୋକେ ରୁଣ୍ଡ ହୋଇ ଉତ୍ତେଜନା ପ୍ରକାଶ ପାଇଥିଲା । ବୁଗୁଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।

ଉଚ୍ଚ ଜୁଆର
2m ago
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
6m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ