ବୁଗୁଡ଼ା ପୋଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହିତ ତଦନ୍ତ କରୁଛି
by Argus News
Sat, Apr 27 | 3:11 p.m.

ଅର୍ଗସ ବ୍ୟୁରୋ : ଅରୁଣ ଦୀର୍ଘ ସମୟ ଧରି ଘରକୁ ନଫେରିବା କାରଣରୁ ପରିବାର ଲୋକେ ବହୁତ ଖୋଜା ଖୋଜି କରିଥିଲେ । ପରେ ଗୋଟିଏ ଚାଷଜମି ନିକଟରେ ତାଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ । ତେବେ ବାରାହା ଓ ବନ୍ୟଜନ୍ତୁ ଶିକାର ଲାଗି ବିଛାଯାଇଥିବା ବିଦ୍ୟୁତ ତାର ଲାଗି ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଅଭିଯୋଗ କରିଛନ୍ତି । ବୁଗୁଡ଼ା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ସୂଚନା ଅନୁସାରେ, ଅରୁଣ ଗତ ରାତିରେ ଚାଷ ଜମିକୁ ପାଣି ମଡେଇବା ପାଇଁ ଯାଇଥିଲେ। ଏହି ସମୟରେ ବନ୍ୟା ଜନ୍ତୁ ଶିକାର ଲାଗି ଚାଷ ଜମିରେ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲେ। ଅରୁଣ ଦୀର୍ଘ ସମୟ ଧରି ଘରକୁ ନ ଫେରିବା କାରଣରୁ ପରିବାର ଲୋକେ ତାଙ୍କୁ ବହୁ ଖୋଜା ଖୋଜି କରିଥିଲେ। ପରେ ଚାଷଜମି ନିକଟରୁ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ । ପରେ ତାଙ୍କୁ  ପରିବାର ଲୋକେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଅରୁଣଙ୍କୁ ମୃତ ଘୋଷଣା କରିଥିଲେ । 

୪୭ନଂ ବୁଥରେ
12m ago
୪୭ନଂ ବୁଥରେ ବିଜେଡି କର୍ମୀଙ୍କ ଗୁଣ୍ଡାରାଜ
ଅର୍ଗସ ବ୍ୟୁରୋ: ଭଞ୍ଜନଗର ନିର୍ବାଚନ ମଣ୍ଡଳୀର ତୁରୁମୁ ପଞ୍ଚାୟତର ବେରୁଆବାଡ଼ି ଗ୍ରାମର ୪୭ ନଂ ବୁଥରେ ବିଜେଡି କର୍ମୀଙ୍କ ଗୁଣ୍ଡାରାଜ। ବିଜେପି କର୍ମୀମାନଙ୍କୁ ଆକ୍ରମଣ ଅଭିଯୋଗ। ବୁ
DHARMENDRA
16m ago
ଭୋଟ ଦେବା ଲାଗି ମତଦାନ କେନ୍ଦ୍ରରେ ପହଞ୍ଚିଥିଲେ ଦେଓଲ ପରିବାର
ଅର୍ଗସ ବ୍ୟୁରୋ: ଭୋଟ ଦେଲେ ଦେଓଲ ପରିବାର। ଭୋଟ ଦେବା ଲାଗି ମତଦାନ କେନ୍ଦ୍ରରେ ପହଞ୍ଚିଥିଲେ। ବଲିଉଡ ଅଭିନେତା ଧର୍ମେନ୍ଦ୍ର ୮୮ ବର୍ଷ ବୟସରେ ମଧ୍ୟ ଭୋଟ ଦେବାକୁ ମତଦା
ନିର୍ବାଚନ ସମୟରେ
26m ago
ନିର୍ବାଚନ ସମୟରେ ଭତ୍ତା ବାଣ୍ଟୁଛନ୍ତି ବିଜେଡି କର୍ମୀ
ଅର୍ଗସ ବ୍ୟୁରୋ: ବାଙ୍କୀ ବ୍ଲକ୍ କଳାପଥର ଗ୍ରାମ ପଞ୍ଚାୟତରେ ମାସିକ ଭତ୍ତା ଗତ ୧୫ତାରିଖରେ ଭତ୍ତା ବଣ୍ଟନ କରିବା ପାଇଁ ବ୍ଲକ୍ ପକ୍ଷରୁ ଦାୟିତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀ ଭତ୍ତା ବଣ୍ଟନ କରିବ