ନାବାଳିକାଙ୍କୁ ଗଣଦୁଷ୍କର୍ମ, ୮ ଜଣଙ୍କୁ ଅଟକ ରଖିଛି ପୋଲିସ
by Argus News
Wed, May 08 | 8:53 a.m.

ବ୍ରହ୍ମପୁର : ଏକ ଘରୋଇ ଇଂରାଜୀ ମାଧ୍ୟମ ସ୍କୁଲର ନାବାଳିକା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ୮ ଯୁବକଙ୍କୁ ଅଟକ ରଖିଛି ପୋଲିସ୍। ଏପରି ଘଟଣା ବୈଦ୍ୟନାଥପୁର ଥାନା ଇଲାକାରେ ଘଟିଛି । ନାବାଳିକାଙ୍କ କିଛି ପୁରୁଷ ବନ୍ଧୁ ନାବାଳିକାଙ୍କୁ କୋଲ୍ଡ ଡ୍ରିଙ୍କରେ କିଛି ନିଶା ପଦାର୍ଥ ଦେଇ ଦୁଷ୍କର୍ମ କରିଥିବା ସୂଚନା ରହିଛି। 

ଅଧିକ ପଢନ୍ତୁ ଓଡିଶା ଖବର 

ଏହି ଘଟଣାରେ ୮ଜଣଙ୍କୁ ଅଟକ ରଖିଛି ପୋଲିସ । ୩ ଦିନ ତଳେ ଏହି ଛାତ୍ରୀ ଜଣକ ତାଙ୍କ ସହପାଠୀ ବନ୍ଧୁଙ୍କ ଘରକୁ ପଢିବାକୁ ଯାଇଥିବା ସୂଚନା ରହିଛି । ତେବେ ୩ ଦିନ ତଳେ ଏହି ଘଟଣା ଘଟିଥିବା ବେଳେ ପୋଲିସ ଏନେଇ ଅଧିକ ତଦନ୍ତ ଜାରି ରଖିଛି । 
 

HELICOPTER CARRYING
କୁହୁଡ଼ି ଓ ଖରାପ ପାଗ ଏହି ଦୁର୍ଘଟଣାର କାରଣ ବୋଲି କୁହାଯାଉଛି
ଅର୍ଗସ ବ୍ୟୁରୋ : ଇରାନରେ ଘଟିଲା ବଡ଼ ଦୁର୍ଘଟଣା । ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀ
ରୋଡ ସୋ'
ରାଜଭବନରେ ପ୍ରଧାନମନ୍ତ୍ରୀ, କାଲି ମୋଦିଙ୍କ ରୋଡ ସୋ'
ଭୁବନେଶ୍ୱର: ରାଜଭବନ ଅଭିମୁଖେ ପ୍ରଧାନମନ୍ତ୍ରୀ। ପରିଚାଳନା କମିଟି ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ କରି ରାଜଭବନରେ ଅଭିମୁଖେ ଯାଉଛନ୍ତି ମୋଦି। ରାଜଭବନରେ ରାତ୍ରୀଯାପ
PM MODI
ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍ୟ ମାନଙ୍କ ସହ କଲେ ଆଲୋଚନା
ଅର୍ଗସ ବ୍ୟୁରୋ : ଗୁରୁ ମନ୍ତ୍ର ବି ଦେଲେ ମୋଦି । ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ବୈଠକ କଲେ ପ୍ରଧାନମନ୍ତ୍ରୀ । ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍