ପୋଲିସ ହାତରେ ବନ୍ଧୁକଧାରୀ ଲୁଟେରା 
by Argus News
Sat, Sep 07 | 3:25 p.m.

ସୁନ୍ଦରଗଡ : ପୋଲିସ ହାତରେ ବନ୍ଧୁକଧାରୀ ଲୁଟେରା । ଉଦିତନଗର ଥାନା ଅଧିନ ରାଧିକା ଜୁଏଲାରୀରେ ପଶି ଚୋରି ଉଦ୍ୟମ କରିଥିବା ୪ ବନ୍ଧୁକଧାରୀ ଲୁଟେରାଙ୍କ ମଧ୍ୟରୁ ଜଣଙ୍କୁ ଧରିଛି ପୋଲିସ । ୪ ଲୁଟେରା ଦୋକାନରେ ପଶି ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ଭୟଭୀତ କରିବା ସହ ଆକ୍ରମଣ କରିଥିଲେ । ତେବେ ୪ ଡକାୟତ ଦେକାନରେ ପଶିଥିବା ଜାଣିବା ପରେ ବାହାରେ ଥିବା ଲୋକେ ପାଟିତୁଣ୍ଡ କରିବା ସହ ପୋଲିସକୁ ଖବର ଦେଇଥିଲେ ।

ତୁରନ୍ତ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଜଣେ ଲୁଟେରାକୁ କାବୁ କରିଥିବା ବେଳେ ଅନ୍ୟ ୩ ଖସିଯିବାରେ ସଫଳ ହୋଇଛନ୍ତି । ଘଟଣା ବେଳର ସମସ୍ତ ଚିତ୍ର ସିସିଟିଭିରେ କଏଦ ହୋଇଛି । ସିସିଟିଭି ଫୁଟେଜ ଆଧାରରେ ତଦନ୍ତ କରୁଛି ପୋଲିସ । ଅଭିଯୁକ୍ତ ଠାରୁ ଗୋଟେ ବାଇକ୍ ଗୋଟେ ପିସ୍ତଲ ଜବତ ହୋଇଥିବାବେଳେ ରାଜ୍ୟ ବାହାରୁ ଆସି ଟାର୍ଗେଟ କରିଥିବା ସନ୍ଦେହ କରାଯାଉଛି।

ଅଧିକ ପଢନ୍ତୁ  ଓଡ଼ିଶା ଖବର 

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ