୫୦ରୁ ଅଧିକ ଗୋରୁଙ୍କୁ ଉଦ୍ଧାର କଲା ପୋଲିସ୍‌ 
by Argus News
Sun, Jul 14 | 9:49 a.m.

 କଟକ:  ଗୋରୁ ଚୋରାଚାଲାଣ ବେଳେ ଗୋରୁ ବୋଝେଇ ଗାଡ଼ିକୁ ଜବତ କଲା କାନପୁର ପୋଲିସ୍। ବିଳମ୍ବିତ ରାତିରେ କାନପୁର ଥାନା ଅନ୍ତର୍ଗତ ଚମ୍ପେଶ୍ଵର ଛକରେ ଏକ ଗୋରୁ ଚୋରା ଚାଲାଣ ହେଉଥିବା ୧୪ ଚକିଆ  ଗୋରୁ ବୋଝେଇ ଟ୍ରକ ଜବତ କରିବା ସହ ଗୋରୁ ଗାଈମାନଙ୍କୁ ସୁରକ୍ଷିତ ଉଦ୍ଧାର କରିଛି। ପରେ  ପ୍ରାଥମିକ ଚିକିତ୍ସା କରି  ଗୋଶାଳାକୁ ପଠାଇ ଦେଇଛି ପୋଲିସ୍ l

ଗାଡ଼ିରେ ୫୦ରୁ ଅଧିକ ଗୋରୁ ଚାଲାଣ ହେଉଥିବାର ବେଳେ ଅତି ଅମାନୁଷିକ ଭାବେ ଗୋରୁ ଗୁଡିକୁ ଟ୍ରକରେ ଅଣଯାଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା ବୋଲି ସୂଚନା ଦେଇଛନ୍ତି କାନପୁର ଥାନା ଅଧିକାରୀ। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା