୩୩ ଜଣଙ୍କୁ ଜବତ କଲା ରାଜଧାନୀ ପୋଲିସ, ୧୦ ହଜାର ଜୋରିମାନା
by Argus News
Sun, Apr 21 | 6:05 p.m.

ଭୁବନେଶ୍ବର : ରାଜଧାନୀ ରାଜରାସ୍ତାରେ ମଦ୍ୟପାନ କରି ଗାଡି ଚଳାଉ ଥିଲେ ହୋଇଯାଆନ୍ତୁ ସାବଧାନ । ମଦ୍ୟପାନ କରି ଗାଡି ଚଲାଉ ଥିବା ୩୩ ଟି ଗାଡିକୁ ଜବତ କରିଛି ପୋଲିସ । ମଦ୍ୟପ ଗାଡି ଚାଳକଙ୍କ ଠାରୁ ମୋଟ ୧୦ ହଜାର ଟଙ୍କା ଜୋରିମାନା ଆଦାୟ କରାଯାଇଛି  ।

ଅଧିକ ପଢନ୍ତୁ ଓ଼ଡିଶା ଖବର 

୩୩ ଜଣ ମଦ୍ୟପ ଗାଡି ଚାଳକଙ୍କ ନାଁରେ ମାମଲା ରୁଜୁ କରିଛି ପୋଲିସ । ଜବତ ଗାଡି ଡ୍ରାଇଭରଙ୍କ ଡ୍ରାଇଭିଂ ଲାଇସେନ୍ସ ସସ୍ପେଣ୍ଡ କରିବାକୁ RTO କୁ ଜଣାଇବ କମିସନରେଟ ପୋଲିସ । 

 

BOBBY DAS
କୋରେଇରେ ଟଙ୍କା ବାଣ୍ଟୁଛନ୍ତି ବବି !
ଅର୍ଗସ ବ୍ୟୁରୋ: ବବିଙ୍କ ଲାଗି ଏବେ ଡୁଆଲ ଚ୍ୟାଲେଞ୍ଜ । ସମ୍ବଲପୁରରେ ତ ହାରିବେ ହାରିବେ...କୋରେଇରେ ବି ବିଜୟ ସେତେ ସହଜ ନୁହେଁ । ପଶ୍ଚିମ ଓଡ଼ିଶା ସାଂସଦ ସ୍ଵପ୍ନ କେବେ ସତ ହେବନି ବୋଲ
BJD
ରୋଡ୍ ସୋ' କଲେ ନବୀନ, ହେଲେ ପ୍ରାର୍ଥୀଙ୍କୁ ନେଲେନି ?
ଅର୍ଗସ ବ୍ୟୁରୋ: ମାଳମାଳ ପୋଲିସ କର୍ମୀ, ଗହଳି ବେଶୀ ନଥିଲେ ବି ଟଙ୍କା ନେଇ ରାସ୍ତା କଡ଼ରେ ଛିଡା ହୋଇଥିଲେ ଜନତା । କେତେବେଳେ ନବୀନ ଆସିବେ ? କାହା ପାଇଁ ଭୋଟ୍‌ ମାଗିବେ ? ସେନେ
BOBBY DAS
ହାରିବା ଭୟରେ ବାଉଳି ହେଲେଣି ବବି
ଅର୍ଗସ ବ୍ୟୁରୋ: ହାରିବା ଭୟରେ ବିଳିବିଳି ହେଲେଣି ବବି । ସାମ୍ନାରେ ଯେବେ ହାରିବାର ଭୟ ଥାଏ ସେତେବେଳେ ଏମିତି ବାଉଳି ବୋଧହୁଏ ନେତାଏ ହୁଅନ୍ତି । ଖାସ କରି ବିଜେଡିର ନେତାଏ ଏବେ ବିଳିବିଳ