ଆଜି ଆସିବ ୪ ରାଜ୍ୟର ନିର୍ବାଚନ ଫଳ
by Argus News
Sun, Dec 03 | 7:11 a.m.

ଅର୍ଗସ ବ୍ୟୁରୋ:  ଆଜି ସେମିଫାଇନାଲ ରେଜଲ୍ଟ । ଇଭିଏମରୁ ଖୋଲିବ ପ୍ରାର୍ଥୀଙ୍କ ଭାଗ୍ୟ । ସକାଳ 8ଟାରୁ ହେବ ଭୋଟ ଗଣତି । ଛତିଶଗଡ଼, ମଧ୍ୟପ୍ରଦେଶ, ରାଜସ୍ଥାନ ଓ ତେଲେଙ୍ଗାନା ଭୋଟ ଗଣତି ପାଇଁ ନିର୍ବାଚନ କମିଶନ ପକ୍ଷରୁ ପ୍ରସ୍ତୁତି ଚୁଡ଼ାନ୍ତ ହୋଇଛି । ସବୁ ରାଜ୍ୟର ଗଣତି କେନ୍ଦ୍ର ଗୁଡ଼ିକରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ପର୍ଯ୍ୟବେକ୍ଷକଙ୍କ ଉପସ୍ଥିତିରେ ଷ୍ଟ୍ରଙ୍ଗ ରୁମରୁ ଗ୍ରୀନ କରିଡରରେ କେନ୍ଦ୍ରକୁ ଆସିଛି ଇଭିଏମ ।

ମଧ୍ୟପ୍ରଦେଶରେ 230 ଆସନ ପାଇଁ 2 ହଜାର 5 ଶହ 33 ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଥିବାବେଳେ ରାଜସ୍ଥାନରେ 199 ଆସନରେ 18 ଶହ, ଛତିଶଗଡ଼ରେ 90 ଆସନରେ 1 ହଜାର 1 ଶହ 81 ଏବଂ ତେଲଙ୍ଗାନାରେ 119 ଆସନରେ 2 ହଜାର 2 ଶହ 90 ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି। ଆସନ୍ତାବର୍ଷ ଲୋକସଭା ନିର୍ବାଚନ ପୂର୍ବରୁ ଏହି ନିର୍ବାଚନ ଫଳାଫଳକୁ ସେମିଫାଇନାଲ କୁହଯାଉଛି ।

ଅଧିକ ପଢ଼ନ୍ତୁ ଦେଶ ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ