ବିଜେଡ଼ି ଛାଡ଼ି ବିଜେପିରେ ଯୋଗ ଦେଲେ ପ୍ରହଲ୍ଲାଦ ତ୍ରିପାଠୀ
by Argus News
Wed, Apr 17 | 1:42 p.m.

ଅର୍ଗସ ବ୍ୟୁରୋ:  ବିଜେଡ଼ି ଛାଡ଼ି ବିଜେପିରେ ଯୋଗ ଦେଲେ ପ୍ରହଲ୍ଲାଦ ତ୍ରିପାଠୀ । ପୂର୍ବତନ ନବରଙ୍ଗପୁର ଜିଲ୍ଲା ବିଜେଡ଼ି ସଭାପତି ପ୍ରହଲ୍ଲାଦ ତ୍ରିପାଠୀ । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ପଦ୍ମ ଧରିଲେ ପ୍ରହଲ୍ଲାଦ । ଆଜି ବିଜେଡ଼ିରୁ ଦେଇଥିଲେ ଇସ୍ତଫା । ପୂର୍ବତନ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ବିଜେପିରେ ମିଶିଲେ ବିଜେଡ଼ି ନେତା ପ୍ରହଲ୍ଲାଦ ତ୍ରିପାଠୀ । ଏହାସହ ମିଶ୍ରଣ ପର୍ବରେ ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକର ଅନେକ କଂଗ୍ରେସ କର୍ମୀ ବିଜେପିରେ ଯୋଗ ଦେଇଛନ୍ତି ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:  
 

ରତ୍ନଭଣ୍ଡାର
8m ago
ପାଣ୍ଡିଆନଙ୍କ ମନ୍ତବ୍ୟ ଉପରେ ଜବାବ ରଖିଲା ବିଜେପି
ଭୁବନେଶ୍ୱର: ରତ୍ନଭଣ୍ଡାରକୁ ନେଇ ଜାତୀୟ ଗଣମାଧ୍ୟମରେ ପାଣ୍ଡିଆନଙ୍କ ମନ୍ତବ୍ୟ ଉପରେ ଜବାବ ରଖିଲା ବିଜେପି । ଚାବି ଯିଏ ହଜେଇଛି, ସିଏ ରତ୍ନ ଚୋରି କରିଛି । ପାଣ୍ଡିଆନ ସ୍ପଷ୍ଟ କରିବେ କି ରତ୍
ଭାରସାମ୍ୟ ହରାଇ
22m ago
ଭାରସାମ୍ୟ ହରାଇ ଓଲଟିଲା ଅଟୋ: ଜଣେ ମୃତ
ଅର୍ଗସ ବ୍ୟୁରୋ: ଅଟୋ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଜାତୀୟ ରାଜପଥ 20ର ରାମଚନ୍ଦ୍ରପୁର ଓଭରବ୍ରିଜ ନିକଟରେ ରାସ୍ତା ତଳକୁ ଖସି ପଡିବାର
ସାଉଦିଆରବରେ
40m ago
ସାଉଦିଆରବରେ `ଉତ୍କଳିକା'ର ୧୫ତମ ବାର୍ଷିକୋତ୍ସବ
ଅର୍ଗସ ବ୍ୟୁରୋ: ସାଉଦି ଆରବରେ ଜୁବେଲ ସିଟି ଠାରେ ପ୍ରବାସୀ ଓଡ଼ିଆ ମାନଙ୍କ ସଂଗଠନ "ଉତ୍କଳିକା ତରଫରୁ, ୮୯ତମ ଉତ୍କଳ ଦିବସ ଏବଂ ନିଜର ୧୫ ତମ ବାର୍ଷିକ ଉତ୍ସବ ଧୁମଧାମରେ ପାଳ