ଆଜି ପ୍ରଥମାଷ୍ଟମୀ, ଘରେ ଘରେ ଏଣ୍ଡୁରୀ ପିଠାର ମହକ
by Argus News
Tue, Dec 05 | 7:20 a.m.

ଅର୍ଗସ ବ୍ୟୁରୋ: ଆଜି ପ୍ରଥମାଷ୍ଟମୀ, ଘରେ ଘରେ ଏଣ୍ଡୁରୀ ପିଠାର ମହକ ସାଙ୍ଗକୁ ଦେଖିବାକୁ ମିଳୁଛି ଓଡିଆ ସଂସକୃତିର ଝଲକ । ଘରର ବଡ ସନ୍ତାନ ମାନଙ୍କୁ ନୂଆ ଲୁଗା, ଚନ୍ଦନ, ସିନ୍ଦୂର ଲଗାଯାଇ କରାଯିବ ବନ୍ଦାପନା ।  ମାର୍ଗଶୀର ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିକୁ ପ୍ରତ୍ୟେକ ଓଡ଼ିଆ ଘରେ ପ୍ରଥମାଷ୍ଟମୀ ଭାବେ ପାଳନ କରାଯାଇଥାଏ । ଏହି ଦିନ ଜ୍ୟେଷ୍ଠ ସନ୍ତାନମାନଙ୍କ ସୁଖ ସମୃଦ୍ଧି ଓ ଦୀର୍ଘ ଜୀବନ କାମନ କରି ପୂଜାର୍ଚ୍ଚନା କରାଯାଇଥାଏ ।

ସେହିପରି ଆଜି ପ୍ରଥମାଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ମଧ୍ୟ ସ୍ବତନ୍ତ୍ର ନୀତିକାନ୍ତୀ ହେବାର କାର୍ଯ୍ୟକ୍ରମ ରହିଛି । ନିଆଳି ମାଧବଙ୍କ ପୀଠରୁ ପଢୁଆଁ ସାମଗ୍ରୀ ଆସିଥିବା ବେଳେ ପୋଢୁଆଁ ହେବେ ମହାବାହୁ । ଜଗତସିଂହପୁର ଜିଲ୍ଲା ନିଆଳି ମାଧବ ମନ୍ଦିର ଶ୍ରୀଜିଉଙ୍କ ମାମୁ ଘର ବୋଲି କୁହାଯାଉଥିବା ବେଳେ ସେଠାରୁ ଆସିଥିବା ପଢୁଆଁ ବସ୍ତ୍ର ଓ ଭାରକୁ ଦାନ ହିସାବରେ ଗ୍ରହଣ କରାଯାଇଛି । ଆଜି ଶ୍ରୀଜିଉଙ୍କ ଶ୍ରୀଅଙ୍ଗରେ ନୂଆ ଲୁଗା ଲାଗି ହେବବା ସହିତ ଖଦି ଓ ଛେଦା ପ୍ରସାଦ ମଧ୍ୟ ଲାଗି କରାଯିବ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ