4 ଦିନିଆ ଓଡ଼ିଶା ଗସ୍ତରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 
by Argus News
Sat, Jul 06 | 8:14 p.m.

ଭୁବନେଶ୍ୱର:  4 ଦିନିଆ ଓଡ଼ିଶା ଗସ୍ତରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଜୟଦେବ ଭବନରେ ଉତ୍କଳମଣିଙ୍କ ଶ୍ରାଦ୍ଧବାର୍ଷିକୀ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ଅଛନ୍ତି । ଜୟଦେବ ଭବନ କାର୍ଯ୍ୟକ୍ରମ ଶେଷ କରି ରାଜଭବନ ଯିବେ ମହାମହିମ ।

ସେଠାରେ ରାତ୍ରିଯାପନ କରିବେ ରାଷ୍ଟ୍ରପତି । ଆସନ୍ତାକାଲି ପୁରୀ ଗସ୍ତ କରି ରଥଯାତ୍ରାରେ ସାମିଲ ହେବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି  ।

ଅଧିକ ପଢନ୍ତୁ ଓଡ଼ିଶା ଖବର 

ଗ୍ୟାସ୍‌ ଲିକ୍
କେମିକାଲ ଫ୍ୟାକ୍ଟ୍ରିରୁ ଗ୍ୟାସ୍‌ ଲିକ୍ , ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣ
ଅର୍ଗସ ବ୍ୟୁରୋ : କେମିକାଲ ଫ୍ୟାକ୍ଟ୍ରିରୁ ଗ୍ୟାସ୍‌ ଲିକ୍‌ ଘଟଣା। ସଘଟଣା ସ୍ଥଳରେ ପହଞ୍ଚିଲେ ଅତିରିକ୍ତ ଜିଲ୍ଲାପାଳ। ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ପରଖିବାଛନ୍ତି। ଅଗ୍ନିଶମ
ମଟନ୍ ବିରିୟାନୀ
ଜେଲରେ କଏଦୀଙ୍କୁ ମିଳିବ ମଟନ୍ ବିରିୟାନୀ
ଅର୍ଗସ ବ୍ୟୁରୋ : କଏଦୀଙ୍କ ପାଇଁ ଦଶହରା ଭେଟି । ଜେଲରେ ମିଳିବ ବିରିୟାନୀର ମଜା । ପଶ୍ଚିମବଙ୍ଗ ସରକାରଙ୍କ ନିଷ୍ପତ୍ତି । ଅକ୍ଟୋବର ୯ରୁ ୧୨ ତାରିଖ ଯାଏଁ ଜେଲରେ କଏଦୀଙ୍କୁ ମିଳିବ ସ୍ବାଦିଷ୍
ହରିୟାଣା ନିର୍ବାଚନ
ହରିୟାଣା ନିର୍ବାଚନ ; ସଂଧ୍ୟା ୬ଟା ସୁଦ୍ଧା ହୋଇଛି ୬୫ ପ୍ରତିଶତ ମତଦାନ
ଅର୍ଗସ ବ୍ୟୁରୋ : ଶେଷ ହୋଇଛି ହରିୟାଣା ନିର୍ବାଚନ । ନିର୍ବାଚନ କମିଶନ ତଥ୍ୟ ଅନୁସାରେ ସଂଧ୍ୟା 6ଟା ସୁଦ୍ଧା ହୋଇଛି 65 ପ୍ରତିଶତ ମତଦାନ । ଗତ 1 ତାରିଖରେ ଜମ୍ମୁ କାଶ୍ମୀର ନିର୍ବାଚନ ଶେଷ ହେବ