ଐତିହାସିକ ଉଦୟଗିରି ଗୁମ୍ଫା ବୁଲିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
by Argus News
Mon, Jul 08 | 1:16 p.m.

ଅର୍ଗସ ବ୍ୟୁରୋ : ଐତିହାସିକ ଉଦୟଗିରି ଗୁମ୍ଫା ବୁଲିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପରେ  ବିକେ ଆର୍ଟ  ସମେତ ସଂସ୍କୃତ ମହାବିଦ୍ୟଳୟର  ଛାତ୍ରଛାତ୍ରୀ ମାନଙ୍କୁ କଲେ ସମ୍ବୋଧିତ । ସମ୍ବୋଧନରେ ନିଜ ଛାତ୍ରୀ ଜୀବନର  ଅନୁଭୁତି ସ୍ମୃତିଚାରଣ କଲେ ରାଷ୍ଟ୍ରପତି । ପରେ  । ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବା ସହିତ ଛାତ୍ରଛାତ୍ରୀ ଆଣିଥିବା ଉପହାରକୁ  କଲେ ଗ୍ରହଣ । କାର୍ଯ୍ୟକ୍ରମ ଶେଷରେ ରାଜଭବନ ଫେରିଗଲେ ରାଷ୍ଟ୍ରପତି ।

ଅଧିକ ପଢନ୍ତୁ : ଆଜି ଭୋରରୁ ପୁରୀ ବ୍ଲୁ ଫ୍ଲାଗ ବେଳାଭୂମିରେ ମର୍ଣ୍ଣିଂ ୱାକ୍ କଲେ ରାଷ୍ଟ୍ରପତି

 ଆଜି ଭୋରରୁ ମହାମହିମ ରାଷ୍ଟ୍ରପତି ପୁରୀ ବ୍ଲୁ ଫ୍ଲାଗ ବେଳାଭୂମିରେ ମର୍ଣ୍ଣିଂ ୱାକ୍ କରିଥିଲେ । କଡା ସୁରକ୍ଷା ମଧ୍ୟରେ ରାଷ୍ଟ୍ରପତି ବେଳାଭୂମିରେ କିଛି ସମୟ ଅତିବାହିତ କରିବା ପରେ ରାଜଭବନ ଅଭିମୁଖେ ଯାଇଥିଲେ । ବେଳାଭୂମିରେ ପ୍ରାତଃଭ୍ରମଣ ପରେ ବେଶ ଖୁସି ଅନୁଭବ କରିଛନ୍ତି ରାଷ୍ଟ୍ରପତି । ଏନେଇ ରାଷ୍ଟ୍ରପତି କହିଛନ୍ତି ପୃଥିବୀରେ ଏପରି ଅନେକ ସ୍ଥାନ ରହିଛି, ଯାହା ସଂସ୍ପର୍ଶରେ ଆସିଲେ ଆମେ ଜୀବନର ଅର୍ଥ ବୁଝିପାରୁ । ବଣ-ପାହାଡ଼, ନଦ-ନଦୀ ଓ ସାଗର-ବେଳାର ସମାହାର ଏହି ଯେଉଁ ପ୍ରକୃତି, ଆମେ ତା’ର ଅଂଶବିଶେଷ ବୋଲି ଆମର ହୃଦବୋଧ ହୁଏ ।

POLICE
41m ago
ଚଢ଼ାଉ କରି ମୂର୍ତ୍ତି ସମେତ ମୂଲ୍ୟବାନ ସାମଗ୍ରୀ ଜବତ
ଅର୍ଗସ ବ୍ୟୁରୋ: ବିଭିନ୍ନ ମନ୍ଦିରରୁ ମୂଲ୍ୟବାନ ମୂର୍ତ୍ତି ଚୋରି ଘଟଣାରେ ଚଢେଇଗାଁର ଅଭିଯୁକ୍ତଙ୍କ ଘରେ ପୋଲିସ ଚଢ଼ାଉ । ଚଢ଼ାଉ କରି ମୂର୍ତ୍ତି ସମେତ ମୂଲ୍ୟବାନ ସାମଗ୍ରୀ ଜବତ
INCIDENT
ବିଶ୍ୱବିଦ୍ୟାଳୟ ରାଗିଂ, ୧୭ ଜଣ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ
ଅର୍ଗସ ବ୍ୟୁରୋ: ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ରାଗିଂ ଘଟଣା । ଶୃଙ୍ଖଳା କମିଟିର ତଦନ୍ତ ପରେ ୧୭ ଜଣ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଘଟଣାରେ ସଂପୃକ୍
ମୁଖ୍ୟମନ୍ତ୍ରୀ
ଆଜିଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଅର୍ଗସ ବ୍ୟୁରୋ : ଆଜିଠୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ଦିଲ୍ଲୀରେ ମାଓ ମୁକାବିଲାକୁ ନେଇ ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ବସିବାକୁ ଥିବ