ଅଟଳ ବିହାରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ
by Argus News
Fri, Aug 16 | 12:04 p.m.

ଅର୍ଗସ ବ୍ୟୁରୋ: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଷଷ୍ଠତମ ମୃତ୍ୟୁ ବାର୍ଷିକୀ ଅବସରରେ ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖର ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଦୈବ ଅଟଳରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ମନୋହର ଲାଲ ଖଟ୍ଟର ଏବଂ ଲୋକସଭା ବାଚସ୍ପତି ଓମ ବିର୍ଲା ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

 

ଅଟଳ ବିହାରୀ ବାଜପେୟୀଙ୍କ ପୋଷ୍ୟ କନ୍ୟା ନମିତା କୌଲ୍ ଭଟ୍ଟାଚାର୍ଯ୍ୟ ମଧ୍ୟ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ଅନ୍ୟ ଏନଡିଏ ନେତାମାନେ ମଧ୍ୟ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ସ୍ମରଣ କରି ଲେଖିଛନ୍ତି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ସମ୍ମାନୀୟ ଅଟଳ ଜୀଙ୍କର ମୃତ୍ୟୁ ବାର୍ଷିକୀରେ ମୁଁ ତାଙ୍କୁ ହୃଦୟରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।

ଅଧିକ ପଢ଼ନ୍ତୁ ଭାରତ ଖବର 

ଗ୍ୟାସ ସିଲିଣ୍ଡର
ଗ୍ୟାସ ସିଲିଣ୍ଡର ବିସ୍ଫୋରଣ: ୬ ମୃତ
ଅର୍ଗସ ବ୍ୟୁରୋ: ଉତ୍ତର ପ୍ରଦେଶ ସିକନ୍ଦରାବାଦର ଆଶାପୁରୀ କଲୋନୀରେ ଏକ ଘରେ ଘଟିଥିବା ସିଲିଣ୍ଡର ବିସ୍ଫୋରଣରେ ଅତି କମରେ ୬ଜଣଙ୍କର ମୃତ୍ୟୁ ଘଟିଛି। ବୁଲନ୍ଦସହର ଜିଲା ମାଜିଷ୍ଟ୍ରେଟ ଏଏନଆ
ବେଙ୍ଗାଲୁରୁରେ ନିର୍ମାଣ
ବେଙ୍ଗାଲୁରୁରେ ନିର୍ମାଣାଧୀନ କୋଠା ଭୁଶୁଡ଼ିଲା: ଜଣେ ମୃତ
ଅର୍ଗସ ବ୍ୟୁରୋ: ବେଙ୍ଗାଲୁରୁରେ ଗତ କିଛି ଦିନ ହେଲା ପ୍ରବଳ ବର୍ଷା ଜାରି ରହିଛି । ଏଥିପାଇଁ ଜନଜୀବନ ପ୍ରଭାବିତ ହୋଇଛି । ପ୍ରବଳ ବର୍ଷା ଯୋଗୁଁ ସହରରେ ଏକ ନିର୍ମାଣାଧୀନ ବହୁତଳ କୋଠା ଭୁଶୁଡ଼
AUSTRALIA
ଅଷ୍ଟ୍ରେଲିଆରେ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ
ଅର୍ଗସ ବ୍ୟୁରୋ: ଅଷ୍ଟ୍ରେଲିଆରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଗତ ଦୁଇ ଦିନ ଧରି ସିଙ୍ଗାପୁରରେ ସମସ୍ତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଆଜି ଅଷ୍ଟ୍ରେଲିଆର ମେଲବର୍ଣ୍ଣର