ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି 
by Argus News
Fri, May 10 | 8:15 p.m.

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି। ରାଜଧାନୀରେ ପ୍ରଧାନମନ୍ତ୍ରୀ କରିବେ ସୁପର ସୋ। ଗେରୁଆମୟ ଭୁବନେଶ୍ବର। ଜନପଥ ହୋଇଛି ଲୋକାରଣ୍ୟ। ରାମମନ୍ଦିରରୁ ବାଣିବିହାର ଯାଏ ପିଏମଙ୍କ ରୋଡ ଶୋ ଦେଖିବାକୁ ରାଜଧାନୀବାସୀଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ।

ରାଜଧାନୀରେ ପ୍ରଧାନମନ୍ତ୍ରୀଙ୍କ ରୋଡ୍ ଶୋ ପାଇଁ ବିଜେପି ପକ୍ଷରୁ ଜୋରଦାର ପ୍ରସ୍ତୁତି ହୋଇଛି। ଉତ୍ସାହିତ ଗେରୁଆ ଶିବିର। ଭୁବନେଶ୍ବରବାସୀଙ୍କ ମଧ୍ୟରେ ପିଏମଙ୍କ ରୋଡ୍ ଶୋକୁ ନେଇ ପ୍ରବଳ ଉତ୍କଣ୍ଠା। ଆଜି ରାତି 8 ଟା  ଭୁବନେଶ୍ବରର ରାମମନ୍ଦିର ଛକରୁ ବାଣିବାହର ଛକ ଯାଏ ପିଏମ କରିବେ ରୋଡ୍ ଶୋ। ନିଜ ପ୍ରିୟ ନେତାଙ୍କର ଟିକିଏ ଝଲକ ପାଇବା ଲାଗି ଏବେଠାରୁ ଜନପଥର ଉଭୟ ପାର୍ଶ୍ବରେ ଲାଗିଲାଣି ଜନଗହଳି। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ପୋଲିସ
ପୋଲିସର ବର୍ରରତା, ମହିଳାଙ୍କ ଉପରେ ଲାଠିଚାର୍ଜ ସହ ଗୁଳିମାଡ
ବୌଦ୍ଧ : ଭୋଟ୍ ବିବାଦ । ପୋଲିସ ଜନତା ମୁହାଁମୁହିଁ । ବୌଦ୍ଧ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ମହେଶ୍ବରପିଣ୍ଡାରେ ପୋଲିସର ବର୍ବର ଗୁଳି ଚାଳନା । ଗାଁ ଲୋକ କଲେ ପୋଲିସ ଉପରକୁ ପଥରମାଡ଼
ସମ୍ବିଧାନ ମୁଖବନ୍ଧରେ
ସମ୍ବିଧାନ ମୁଖବନ୍ଧରେ ଅହିଂସା ଦାବି କରୁଥିବା ଦଳ, ଘଟାଉଛି ରାଜରାସ୍ତାରେ ହିଂସା
ଅର୍ଗସ ବ୍ୟୁରୋ: ବିଜେଡି ସାଜିଛି ରକ୍ତମୁଖା। ନିର୍ବାଚନକୁ ନେଇ ଗଡିଲା ମୁଣ୍ଡ। ରାଜନୈତିକ ହିଂସାର ଶିକାର ନିରୀହ ଲୋକ । ବରଗଡ଼ରେ ବିଜେଡି ଗୁଣ୍ଡାଙ୍କ ଶିକାର ହୋଇଛନ୍ତି ଜଣେ ଅଟୋ ଚାଳକ
ସମ୍ଭାବ୍ୟ ବାତ୍ୟାକୁ
ସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସଜୀବୀଙ୍କ ପାଇଁ ଜାରି ହେଲା ସତର୍କ ସୂଚନା
ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମ୍ଭାବ୍ୟ ବାତ୍ୟାକୁ ନେଇ ଓଡିଶା ସରକାରଙ୍କ ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ସତର୍କ ସୂଚନା ଜାରି କରିଛନ୍ତି । ଆଜି ପୂର୍ବାହ୍