୨୦ ରେ ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି
by Argus News
Sun, May 12 | 2:34 p.m.

ଅର୍ଗସ ବ୍ୟୁରୋ : ୨୦ ରେ ପୁଣି ଓଡ଼ିଶା ଆସୁଛନ୍ତି ମୋଦି । ପୁରୀରେ ରୋଡ଼ ସୋ କରିବେ ପ୍ରଧାନମନ୍ତ୍ରୀ । ଅନୁଗୁଳ ଓ କଟକରେ ବିଶାଳ ଜନସଭା କରିବେ ପିଏମ ମୋଦି । ସେହିପରି ଆସନ୍ତା 15 ତାରିଖ ଦିନ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ମଧ୍ୟ ପୁଣି ଓଡ଼ିଶା ଆସୁଛନ୍ତି । ରାଉରକେଲା, କଣ୍ଟାବାଞ୍ଜି, ଆସ୍କାରେ ସଭା କରିବେ ଶାହ ।

 ଅଧିକ ପଢନ୍ତୁ : ବରଗଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

17 ତାରିଖ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ସୁନ୍ଦରଗଡ଼, ହିଞ୍ଜିଳି ଓ ପଦ୍ମପୁରରେ ବିଶାଳ ଜନସଭା କରିବେ।  ଆସ୍କାର ସୋରଡ଼ା ଠାରେ ସଭା କରିବେ ଅମିତ ଶାହ । ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ରଙ୍କ ସୂଚନା । 
 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା