ପୁରୀରେ ମୋଦି, ମହାପ୍ରଭୁଙ୍କୁ କରିବେ ଦର୍ଶନ
by Argus News
Mon, May 20 | 7:04 a.m.

ଅର୍ଗସ ବ୍ୟୁରୋ : ପୁରୀରେ ପଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି । ସକାଳୁ ସକାଳୁ ଭୁବନେଶ୍ବର ରାଜଭବନରୁ ବାହାରି ପୁରୀ ଅଭିମୁଖେ ଆସିଥିଲେ । ପୁରୀରେ ପଞ୍ଚିବା ପରେ  ମହାପ୍ରଭୁଙ୍କ ଦର୍ଶନ କରିବେ ମୋଦି । ମହାପ୍ରଭୁଙ୍କ ଦର୍ଶନ କରିସାରିବା ପରେ ବଡ଼ଦାଣ୍ଡରୁ ଆରମ୍ଭ କରିବେ ରୋଡ଼ ସୋ । ପୁରୀରେ ରୋଡ଼ ସୋ ସରିବା ପରେ ଅନୁଗୋଳ ଓ କଟକରେ ଜନସଭାକୁ ସମ୍ବୋଧିତ କରିବେ ।

ସକାଳ ୭ଟା ୫୫ରେ ମରିଚକୋଟରୁ ଆରମ୍ଭ ହେବ ରୋଡ୍ ସୋ' । ସକାଳ ୮ଟାରୁ ୯ଟା ଯାଏ ରୋଡ୍ ସୋ' । ସକାଳ ୯ଟା ୫ରେ ପୁରୀ ମେଡିକାଲ ଛକରେ ଶେଷ ହେବ ରୋଡ୍ ସୋ' । ସକାଳ ୯ଟା ୧୫ରେ ପୁରୀ ହେଲିପ୍ୟାଡ୍‌ରେ ପହଞ୍ଚିବେ । ସକାଳ ୯ଟା ୨୦ରେ ହେଲିକପ୍ଟର ଯୋଗେ ଅନୁଗୁଳ ଯିବେ । 

ଅଧିକ ପଢନ୍ତୁ : ପୁଣି ଓଡ଼ିଶାରେ ମୋଦି ଧମାକା

ସକାଳ ୧୦ଟା ୧୫ରେ ଅନୁଗୁଳରେ ପହଞ୍ଚିବେ । ସକାଳ ୧୦ଟା ୨୫ରେ ବିଜୁ ପଟ୍ଟନାୟକ ଷ୍ଟାଡିୟମରେ ପହଞ୍ଚିବେ । ସକାଳ ୧୦ଟା ୩୦ରୁ ୧୧ଟା ୧୫ ସାଧାରଣ ସଭା । ୧୧ଟା ୧୫ରୁ ଅନୁଗୁଳରୁ ବାହାରି କଟକ ଯିବେ । ମଧ୍ୟାହ୍ନ ୧୨ଟାରେ ଉପର ବାଲିଯାତ୍ରା ପଡ଼ିଆରେ ସାଧାରଣ ସଭାରେ ଯୋଗ ଦେବେ  । ମଧ୍ୟାହ୍ନ ୧୨ଟାରୁ ୧୨ଟା ୩୫ ସାଧାରଣ ସଭା । ମଧ୍ୟାହ୍ନ ୧୨ଟାର ୫୦ରେ କଟକରୁ ବାହାରି ଭୁବନେଶ୍ବର ବିମାନବନ୍ଦରରେ ୧ଟା ୧୦ରେ ପହଞ୍ଚିବେ । ସେଠାରୁ ୧ଟା ୧୫ରୁ ପଶ୍ଚିମବଙ୍ଗ ଅଭିମୁଖେ ବାହାରିବେ ପ୍ରଧାନମନ୍ତ୍ରୀ ।

 
 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା