ଚଣ୍ଡିଖୋଲରେ ସାଧାରଣ ସଭାକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ମୋଦି
by Argus News
Tue, Feb 20 | 7:55 p.m.

ଅର୍ଗସ ବ୍ୟୁରୋ: ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଚଣ୍ଡିଖୋଲରେ ସାଧାରଣ ସଭାକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦିଲ୍ଲୀ ରାଷ୍ଟ୍ରୀୟ କାର୍ଯ୍ୟକାରିଣୀରୁ ଫେରିବା ପରେ ଏନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। 

ମୋଦିଙ୍କ ଗସ୍ତ ନେଇ  ଖୁବଶୀଘ୍ର ତାରିଖ ନିର୍ଦ୍ଧାରଣ କରାଯିବ। ଏହା ସହ 22ତାରିଖରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓଡ଼ିଶା ଗସ୍ତରେ ଆସିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ତେବେ ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫେବୃଆରୀ 3ରେ ସମ୍ବଲପୁର ଗସ୍ତରେ ଆସିଥିଲେ। ସମ୍ବଲପୁର ଆଇଆଇଏମର ଉଦଘାଟନ କରିବା ସହ ରେମେଡରେ ସାଧାରଣ ସଭାରେ ଯୋଗ ଦେଇଥିଲେ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ