ଜନଜାତି ଗୌରବ ଦିବସ ଅବସରରେ ରାଉରକେଲା ଆସିବେ ମୋଦି
by Argus News
Tue, Oct 22 | 5:50 p.m.

ଅର୍ଗସ ବ୍ୟୁରୋ : ନଭେମ୍ବର ୧୫ରେ ରାଉରକେଲା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ଜନଜାତି ଗୌରବ ଦିବସ ଅବସରରେ ରାଉରକେଲା ଆସିବେ ମୋଦି । ଦିନ ୧୧ଟାରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବେ । ଝାରସୁଗୁଡାର ଅନେକ କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ । ସହିଦ ମାଧୋସିଂ ହାତଖର୍ଚ୍ଚ ବୃତ୍ତି ଯୋଜନା ଶୁଭାରମ୍ଭ କରିବେ ।

ଅଧିକ ପଢନ୍ତୁ : ଆଜି ରୁଷିଆ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

୪୫୦ଟି ପ୍ରାଥମିକ ସ୍କୁଲ ହଷ୍ଟେଲ ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଓଡ଼ିଆ ଅସ୍ମିତା କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଦିନ ୧୧ଟାରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବେ । ଝାରସୁଗୁଡ଼ାରୁ ହେଲିକପ୍ଟରରେ ରାଉରକେଲା ଯିବେ ପ୍ରଧାନମନ୍ତ୍ରୀ ।
 

ଭିତରକନିକା
8m ago
ଭିତରକନିକା ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ଦାନା
ଅର୍ଗସ ବ୍ୟୁରୋ : ଭିତରକନିକା ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ଦାନା । ୨ ଘଣ୍ଟା ପର୍ଯ୍ୟନ୍ତ ରହିବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ୧୨୦ କିଲୋମିଟର ଯାଏଁ ବହିପାରେ ପବନର ବେଗ । ଅଧିକ ପଢନ୍ତ
ବାତ୍ୟା ଦାନା
ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ଦାନା
ଅର୍ଗସ ବ୍ୟୁରୋ : ସୃଷ୍ଟି ହେଲା ବାତ୍ୟା ।ବାତ୍ୟାର ରୂପ ନେଲା ଗଭୀର ଅବପାତ । ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ଦାନା । ପାରାଦୀପ ରାଡାରରେ ବାତ୍ୟାର ଚିତ୍ର ଅନୁମାନ । ସାଟେଲାଇ
`ଦାନା’
ବୁଧବାର ରାତି, ଗୁରୁବାର ସକାଳ ମଧ୍ୟରେ ଓଡ଼ିଶା ଉପକୂଳରେ ମାଡ଼ ହୋଇପାରେ `ଦାନା’
ଅର୍ଗସ ବ୍ୟୁରୋ : 24 ତାରିଖ ରାତି ନ ହେଲେ 25 ତାରିଖ ଭୋର ମଧ୍ୟରେ ଓଡ଼ିଶା ଉପକୂଳ ଅତିକ୍ରମ କରିବ ଭୀଷଣ ବାତ୍ୟା ବାତ୍ୟା । ପୁରୀରୁ ସାଗର ଦୀପ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ଏହି ସିଭିୟ