୧୪ରେ ବାରାଣସୀ ଆସନରୁ ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ ମୋଦି
by Argus News
Sat, May 04 | 8:03 a.m.

ଅର୍ଗସ ବ୍ୟୁରୋ :  14ରେ ବାରାଣସୀ ଆସନରୁ ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ  । ଏହାପୂର୍ବରୁ ଆସନ୍ତା 13 ତାରିଖରେ ବିଶାଳ ରୋଡ ଶୋ କରି ଶକ୍ତି ପ୍ରଦର୍ଶନ କରିବେ ମୋଦି ।  ବାରାଣସୀରେ ଲୋକସଭା ଆସନରେ ଜୁନ 1ରେ ନିର୍ବାଚନ ହେବାକୁ ଯାଉଥିବାବେଳେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ମୋଦି ବାରାଣସୀରୁ ନାମାଙ୍କନ ଦାଖଲ କରିବାକୁ ଯାଉଛନ୍ତି ।

ଅଧିକ ପଢନ୍ତୁ : ଆଜି ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନିର୍ବାଚନ ପ୍ରଚାର

2014ରେ ପ୍ରଥମ ଥର ପାଇଁ ମୋଦି ବାରାଣସୀ ଆସନରୁ ନିର୍ବାଚନ ଲଢ଼ିଥିଲେ ।  

 

BOBBY DAS
କୋରେଇରେ ଟଙ୍କା ବାଣ୍ଟୁଛନ୍ତି ବବି !
ଅର୍ଗସ ବ୍ୟୁରୋ: ବବିଙ୍କ ଲାଗି ଏବେ ଡୁଆଲ ଚ୍ୟାଲେଞ୍ଜ । ସମ୍ବଲପୁରରେ ତ ହାରିବେ ହାରିବେ...କୋରେଇରେ ବି ବିଜୟ ସେତେ ସହଜ ନୁହେଁ । ପଶ୍ଚିମ ଓଡ଼ିଶା ସାଂସଦ ସ୍ଵପ୍ନ କେବେ ସତ ହେବନି ବୋଲ
BJD
ରୋଡ୍ ସୋ' କଲେ ନବୀନ, ହେଲେ ପ୍ରାର୍ଥୀଙ୍କୁ ନେଲେନି ?
ଅର୍ଗସ ବ୍ୟୁରୋ: ମାଳମାଳ ପୋଲିସ କର୍ମୀ, ଗହଳି ବେଶୀ ନଥିଲେ ବି ଟଙ୍କା ନେଇ ରାସ୍ତା କଡ଼ରେ ଛିଡା ହୋଇଥିଲେ ଜନତା । କେତେବେଳେ ନବୀନ ଆସିବେ ? କାହା ପାଇଁ ଭୋଟ୍‌ ମାଗିବେ ? ସେନେ
BOBBY DAS
ହାରିବା ଭୟରେ ବାଉଳି ହେଲେଣି ବବି
ଅର୍ଗସ ବ୍ୟୁରୋ: ହାରିବା ଭୟରେ ବିଳିବିଳି ହେଲେଣି ବବି । ସାମ୍ନାରେ ଯେବେ ହାରିବାର ଭୟ ଥାଏ ସେତେବେଳେ ଏମିତି ବାଉଳି ବୋଧହୁଏ ନେତାଏ ହୁଅନ୍ତି । ଖାସ କରି ବିଜେଡିର ନେତାଏ ଏବେ ବିଳିବିଳ