ଡିସେମ୍ବର ୧ରେ COP28 ବିଶ୍ୱ ଜଳବାୟୁ ପରିବର୍ତ୍ତନ ସମିଟ୍ ରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ
by Argus News
Thu, Nov 30 | 1:21 p.m.

ଅର୍ଗସ ବ୍ୟୁରୋ:  ଆଜି ପ୍ରଧାନମନ୍ତ୍ରୀ ମୋଦି  ଦୁବାଇ ଗସ୍ତରେ ବାହାରୁଛନ୍ତି । ଡିସେମ୍ବର ୧ ରେ COP28 ବିଶ୍ୱ ଜଳବାୟୁ ପରିବର୍ତ୍ତନ ସମିଟ୍ ରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ। ବୈଦେଶିକ ସଚିବ ବିନୟ କ୍ୱାତ୍ରା ପ୍ରଧାନମନ୍ତ୍ରୀ ଙ୍କ ୟୁଏଇ ଗସ୍ତର କାର୍ଯ୍ୟସୂଚୀର ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି COP28  ଉଦଘାଟନୀ ଅଧିବେଶନକୁ  ସମ୍ବୋଧନ କରିବେ। ଏହା ବ୍ୟତୀତ ପ୍ରଧାନମନ୍ତ୍ରୀ  ତିନୋଟି ଉଚ୍ଚ ସ୍ତରୀୟ ସାଇଡ୍ଇ ଭେଣ୍ଟରେ ଅଂଶଗ୍ରହଣ କରିବେ ଯେଉଁଥିରୁ  ଦୁଇଟି ଭାରତ ଏବଂ ୟୁଏଇ ଦ୍ୱାରା  ସହ-ଆୟୋଜିତ ହେଉଛି। ଏହି ଉଚ୍ଚ ସ୍ତରୀୟ କାର୍ଯ୍ୟକ୍ରମ ରେ ଭାରତ ଏବଂ ୟୁଏଇ ମିଳିତ ଭାବରେ  ଗ୍ରୀନ୍ କ୍ରେଡିଟ୍ ଇନିସିଏଟିଭ୍ ର ଉନ୍ମୋଚନ କରିବେ। ଚଳିତ ବର୍ଷ ଜୁଲାଇରେ ୟୁଏଇ ଗସ୍ତ କରିଥିଲେ ପ୍ରଧାନମନ୍ତ୍ରୀ।

ଅଧିକ ପଢ଼ନ୍ତୁ ଦେଶ ଖବର:

 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ