ଆଜି ମହାରାଷ୍ଟ୍ର ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
by Argus News
Fri, Jan 12 | 7:30 a.m.

ଅର୍ଗସ ବ୍ୟୁରୋ : ଆଜି ମହାରାଷ୍ଟ୍ର ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଉଦ୍‌ଘାଟନ କରିବେ ଦେଶର ସବୁଠୁ ବଡ଼ ସମୁଦ୍ର ବ୍ରିଜ୍ `ଅଟଳ ସେତୁ' । ସାଢ଼େ ୧୬ କିଲୋମିଟର ଲମ୍ବ ଏହି ସେତୁର ନାମ ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାର ବାଜପେୟୀଙ୍କ ନାମରେ ନାମକରଣ ହୋଇଛି । ଏହି ଏଟଳ ସେତୁ ମୁମ୍ବାଇର ସେୱରିରୁ ରାଇଗଡ଼ ଜିଲ୍ଲାର ଉରନ ତାଲୁକ୍‌କୁ ସଂଯୋଗ କରୁଛି । ମୁମ୍ବାଇରୁ ନବି ମୁମ୍ବାଇ ୨ ଘଣ୍ଟା ଲାଗୁଥିବା ବେଳେ ଏବେ ଏହି ସେତୁ ମାଧ୍ୟମରେ ତାହା ୨୦ ମିନିଟ ଲାଗିବ । ଅନ୍ୟପଟେ 30 ହଜାର 500 କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ମୂଳଦୁଆ ପକାଇବେ ପ୍ରଧାନମନ୍ତ୍ରୀ

ଅଧିକ ପଢନ୍ତୁ : ଭାଇବ୍ରାଣ୍ଟ ଗୁଜରାଟ କାର୍ଯ୍ୟକ୍ରମକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

। ସୂର୍ଯ୍ୟ ଆଞ୍ଚଳିକ ବହୁଳ ପାନୀୟ ଜଳ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ ଦେଶକୁ ଉତ୍ସର୍ଗ କରିବେ। ଏହି ପ୍ରକଳ୍ପ ମହାରାଷ୍ଟ୍ରର ପାଲଘର ଏବଂ ଥାନେ ଜିଲ୍ଲାକୁ ପାନୀୟ ଜଳ ଯୋଗାଣ କରିବ ଏବଂ ପ୍ରାୟ 14 ଲକ୍ଷ ଜନସଂଖ୍ୟା ଉପକୃତ ହେବ।  ଏହାସହ ନାଶିକରେ 27 ତମ ଜାତୀୟ ଯୁବ ମହୋତ୍ସବ କାର୍ଯ୍ୟକ୍ରମରେ  ସାମିଲ ହେବେ ପ୍ରଧାନମନ୍ତ୍ରୀ ଯୁବକମାନଙ୍କୁ ସମ୍ବୋଦନ କରିବେ ।

SHREE MANDIR
ଅନ୍ଧାରରେ ଶ୍ରୀମନ୍ଦିର, ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ
ଅର୍ଗସ ବ୍ୟୁରୋ : ଅନ୍ଧାରରେ ଶ୍ରୀମନ୍ଦିର । ଅନ୍ଧାରରେ ଶ୍ରଦ୍ଧାଳୁ । ପ୍ରାୟ ୧୫ ମିନିଟ୍ ଲାଇନ୍ କଟିବା ଯୋଗୁଁ ଶ୍ରୀମନ୍ଦିର ଭିତରେ ଅନ୍ଧାର । ପାୱର ଟ୍ରିପ୍ ଯୋଗୁଁ ଅନ୍ଧାର ହୋଇଥିବା ସୂଚନା
AAP LEADER
ମନୀଷ ସିସୋଦିଆଙ୍କ ବିଚାର ବିଭାଗୀୟ ହାଜତ ମେ’ ୨୧ ପର୍ଯ୍ୟନ୍ତ ବୃଦ୍ଧି
ଅର୍ଗସ ବ୍ୟୁରୋ : ମନୀଷ ସିସୋଦିଆଙ୍କ ନ୍ୟାୟିକ ହେପାଜତ ଅବଧି ବୃଦ୍ଧି । ଦିଲ୍ଲୀ ମଦ ଦୁର୍ନୀତି ମାମଲା ମାମଲାରେ ଗିରଫ ସିସୋଦିଆଙ୍କ ଜେଲ୍ ଅବଧି ମେ ୨୧ ଯାଏ ବୃଦ୍ଧି କରିଛନ୍ତି କୋର୍ଟ
BJP
ବିଜେପି ପ୍ରାର୍ଥୀଙ୍କୁ ପଦ୍ମ ଫୁଲରେ ଭୋଟ୍ ଦେବା ପାଇଁ କଲେ ନିବେଦନ
ଅର୍ଗସ ବ୍ୟୁରୋ : ଦେବଗଡ ସମେତ ଓଡ଼ିଶାରେ ରେଳ ଲାଇନ କାମରେ ଜମି ଅଧିଗ୍ରହଣରେ ରାଜ୍ୟ ସରକାର ବାଧକ ସାଜିଛନ୍ତି । ଓଡ଼ିଶାରେ ବିଜେପି ସରକାର ଆସିଲେ ଜମି ଅଧିଗ୍ରହଣ ସମସ୍ୟା ରହିବ ନାହିଁ । ଏଠାର