ରାମ ମନ୍ଦିର ପ୍ରସଙ୍ଗ ଉଠାଇବା ନିର୍ବାଚନ ଆଚରଣ ବିଧିର ଉଲ୍ଲଂଘନ ନୁହେଁ: ନିର୍ବାଚନ ଆୟୋଗ
by Argus News
Thu, Apr 25 | 1:38 p.m.

ଅର୍ଗସ ବ୍ୟୁରୋ:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ ଆୟୋଗଙ୍କ  କ୍ଲିନଚିଟ୍ । ଉତ୍ତରପ୍ରଦେଶ ପିଲଭିଟରେ ନିର୍ବାଚନ ପ୍ରଚାର ବେଳେ ରାମ ମନ୍ଦିର ପ୍ରସଙ୍ଗ ଉଠାଇବା ନିର୍ବାଚନ ଆଚରଣ ବିଧିର ଉଲ୍ଲଂଘନ ନୁହେଁ ବୋଲି ନିର୍ବାଚନ ଆୟୋଗ କହିଛନ୍ତି ।ଏହା ଧର୍ମ ନାଁରେ ଭୋଟ ମାଗିବା ନୁହେଁ । ପ୍ରଧାନମନ୍ତ୍ରୀଙ୍କ କରତାରପୁର ସାହିବ କରିଡର ପ୍ରସଙ୍ଗ ଉଠାଇବା ମଧ୍ୟ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରୁନାହିଁ ।

ଏପ୍ରିଲ ୯ରେ ପିଲଭିଟରେ ନିର୍ବାଚନ ପ୍ରଚାର ବେଳେ ପ୍ରଧାନମନ୍ତ୍ରୀ ମୋଦି ସରକାରଙ୍କ ସଫଳତା କହିଥିଲେ । ଅଯୋଧ୍ୟାରେ ରାମଲାଲାଙ୍କ ମନ୍ଦିର ନିର୍ମାଣ ଦ୍ୱାରା ଦୀର୍ଘ ବର୍ଷର ପ୍ରତୀକ୍ଷାର ଅନ୍ତ ହୋଇଛି  ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ଏହାକୁ ନେଇ ବିରୋଧୀମାନେ ନିର୍ବାଚନ ଆୟୋଗଙ୍କ ନିକଟରେ ଅଭିଯୋଗ କରିଥିଲେ ।

ଅଧିକ ପଢ଼ନ୍ତୁ ଦେଶ ଖବର: 

BOBBY DAS
10m ago
କୋରେଇରେ ଟଙ୍କା ବାଣ୍ଟୁଛନ୍ତି ବବି !
ଅର୍ଗସ ବ୍ୟୁରୋ: ବବିଙ୍କ ଲାଗି ଏବେ ଡୁଆଲ ଚ୍ୟାଲେଞ୍ଜ । ସମ୍ବଲପୁରରେ ତ ହାରିବେ ହାରିବେ...କୋରେଇରେ ବି ବିଜୟ ସେତେ ସହଜ ନୁହେଁ । ପଶ୍ଚିମ ଓଡ଼ିଶା ସାଂସଦ ସ୍ଵପ୍ନ କେବେ ସତ ହେବନି ବୋଲ
BJD
21m ago
ରୋଡ୍ ସୋ' କଲେ ନବୀନ, ହେଲେ ପ୍ରାର୍ଥୀଙ୍କୁ ନେଲେନି ?
ଅର୍ଗସ ବ୍ୟୁରୋ: ମାଳମାଳ ପୋଲିସ କର୍ମୀ, ଗହଳି ବେଶୀ ନଥିଲେ ବି ଟଙ୍କା ନେଇ ରାସ୍ତା କଡ଼ରେ ଛିଡା ହୋଇଥିଲେ ଜନତା । କେତେବେଳେ ନବୀନ ଆସିବେ ? କାହା ପାଇଁ ଭୋଟ୍‌ ମାଗିବେ ? ସେନେ
BOBBY DAS
24m ago
ହାରିବା ଭୟରେ ବାଉଳି ହେଲେଣି ବବି
ଅର୍ଗସ ବ୍ୟୁରୋ: ହାରିବା ଭୟରେ ବିଳିବିଳି ହେଲେଣି ବବି । ସାମ୍ନାରେ ଯେବେ ହାରିବାର ଭୟ ଥାଏ ସେତେବେଳେ ଏମିତି ବାଉଳି ବୋଧହୁଏ ନେତାଏ ହୁଅନ୍ତି । ଖାସ କରି ବିଜେଡିର ନେତାଏ ଏବେ ବିଳିବିଳ