ମାର୍ଚ୍ଚ 5 ରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ
by Argus News
Thu, Feb 29 | 11:45 a.m.

ଅର୍ଗସ ବ୍ୟୁରୋ: ମାର୍ଚ୍ଚ 5 ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ । ଏନେଇ ବିଜେପି ରାଜ୍ୟ ନିର୍ବାଚନ ସହପ୍ରଭାରୀ ଲତା ଉସେଣ୍ଡି ସୂଚନା ଦେଇଛନ୍ତି । ଏପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀଙ୍କର କୌଣସି କାର୍ଯ୍ୟସୂଚୀ ପ୍ରସ୍ତୁତ ହୋଇନାହିଁ ବୋଲି କହିଛନ୍ତି ନିର୍ବାଚନୀ ପ୍ରଭାରୀ । ସୂଚନା ଅନୁସାରେ, ଚଣ୍ଡିଖୋଲରେ ପ୍ରଧାନମନ୍ତ୍ରୀଙ୍କର ଏକ ସାଧାରଣ ସଭା ଏବଂ ଜାତୀୟ ରାଜପଥ ପ୍ରକଳ୍ପ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । 

ଗତ ଫେବୃଆରୀ 3 ତାରିଖରେ ଓଡିଶା  ଗସ୍ତରେ ଆସିଥିଲେ ପ୍ରଧାନମନ୍ତ୍ରୀ । ସମ୍ବଲପୁରରେ ଆଇଆଇଏମର ସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ କରିଥିଲେ । 68 ହଜାର କୋଟିର 18ଟି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ ପ୍ରଧାନମନ୍ତ୍ରୀ । 

ଆଜିଠାରୁ ଏକମାସ
4m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
26m ago
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
28m ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି