ଭୁବନେଶ୍ୱରରେ ରୋଡ ସୋ' ପରେ ପ୍ରଧାନମନ୍ତ୍ରୀଙ୍କ ବଡ ବୟାନ
by Argus News
Fri, May 10 | 10:22 p.m.

ଅର୍ଗସ ବ୍ୟୁରୋ:  ଓଡିଶାରେ ବଡ ଟର୍ଣ୍ଣିଂ ପଏଣ୍ଟ ଆସୁଛି । ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ ପରେ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ଏଭଳି ମନ୍ତବ୍ୟ ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଓଡିଶାରେ ପଦ୍ମ ଫୁଟାଇବା ପାଇଁ ଆମେ ପ୍ରତିଶୃତି ବଦ୍ଧ । ଓଡିଶା ମାଟିର ବାସ୍ନା, ସଂସ୍କୃତି ଏହି ସରକାରରେ ନାହିଁ । ବିଜେପି ଉପରେ ଲୋକଙ୍କ ବିଶ୍ୱାସ ବଢିଛି । ଓଡିଶାରେ ଆଗକୁ ପଦ୍ମ ଫୁଟିବାକୁ ଯାଉଛି । ଗଠବନ୍ଧନ ନେଇ ମଧ୍ୟ ସ୍ପଷ୍ଟ ମତ ରଖିଲେ ପ୍ରଧାନମନ୍ତ୍ରୀ ମୋଦି । ସାଧାରଣ ଲୋକଙ୍କ ସହ ଯୋଡି ହେବା ବିଜେପିର ଲକ୍ଷ୍ୟ । ରୋଡ ସୋ'ରେ ବିପୁଳ ଜନ ସମାଗମ ଏହା ପ୍ରମାଣ କରୁଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । 

ମୋଦିଙ୍କ ରୋଡ ସୋ'ରେ ବିପୁଳ ସମର୍ଥନ

 

ପୋଲିସ
ପୋଲିସର ବର୍ରରତା, ମହିଳାଙ୍କ ଉପରେ ଲାଠିଚାର୍ଜ ସହ ଗୁଳିମାଡ
ବୌଦ୍ଧ : ଭୋଟ୍ ବିବାଦ । ପୋଲିସ ଜନତା ମୁହାଁମୁହିଁ । ବୌଦ୍ଧ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ମହେଶ୍ବରପିଣ୍ଡାରେ ପୋଲିସର ବର୍ବର ଗୁଳି ଚାଳନା । ଗାଁ ଲୋକ କଲେ ପୋଲିସ ଉପରକୁ ପଥରମାଡ଼
ସମ୍ବିଧାନ ମୁଖବନ୍ଧରେ
ସମ୍ବିଧାନ ମୁଖବନ୍ଧରେ ଅହିଂସା ଦାବି କରୁଥିବା ଦଳ, ଘଟାଉଛି ରାଜରାସ୍ତାରେ ହିଂସା
ଅର୍ଗସ ବ୍ୟୁରୋ: ବିଜେଡି ସାଜିଛି ରକ୍ତମୁଖା। ନିର୍ବାଚନକୁ ନେଇ ଗଡିଲା ମୁଣ୍ଡ। ରାଜନୈତିକ ହିଂସାର ଶିକାର ନିରୀହ ଲୋକ । ବରଗଡ଼ରେ ବିଜେଡି ଗୁଣ୍ଡାଙ୍କ ଶିକାର ହୋଇଛନ୍ତି ଜଣେ ଅଟୋ ଚାଳକ
ସମ୍ଭାବ୍ୟ ବାତ୍ୟାକୁ
ସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସଜୀବୀଙ୍କ ପାଇଁ ଜାରି ହେଲା ସତର୍କ ସୂଚନା
ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମ୍ଭାବ୍ୟ ବାତ୍ୟାକୁ ନେଇ ଓଡିଶା ସରକାରଙ୍କ ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ସତର୍କ ସୂଚନା ଜାରି କରିଛନ୍ତି । ଆଜି ପୂର୍ବାହ୍