ସନ୍ଦେହ ଜନକ ଅବସ୍ଥାରେ କଏଦୀଙ୍କ ମୃତ୍ୟୁ 
by Argus News
Thu, Mar 28 | 7:59 a.m.

ଢେଙ୍କାନାଳ:  ସନ୍ଦେହ ଜନକ ଅବସ୍ଥାରେ କଏଦୀଙ୍କ ମୃତ୍ୟୁ। ହିନ୍ଦୋଳ ଉପ କାରାଗାରର କଏଦୀ ବିଜୟଙ୍କ ଦେହ ଅସୁସ୍ଥ ହେବାରୁ ଜେଲ୍ କର୍ତ୍ତୃପକ୍ଷ ହିନ୍ଦୋଳ ମେଡିକାଲରେ ଭର୍ତ୍ତି କରିଥଲେ।
ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ବିଜୟ ଜେଲ୍ ଭିତରେ ମୃତ୍ୟୁ ବରଣ କରିଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

WEATHER UPDATE
1m ago
ଭିଜାଇଲା କାଳବୈଶାଖୀ ବର୍ଷା, ତାତିରୁ ମିଳିଲା ଆଶ୍ବସ୍ତି
ଅର୍ଗସ ବ୍ୟୁରୋ : ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଯୋଗୁ ତାତିରୁ ତ୍ରାହି ମିଳିଛି । ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ଦେଖାଯାଉନି । ସେହିପରୀ ଅନେକ ସ୍ଥାନର
BJP
7m ago
ବିଜେପି ଫୋକସରେ ଓଡ଼ିଶା
ଅର୍ଗସ ବ୍ୟୁରୋ : ବିଜେପି ଫୋକସରେ ଓଡ଼ିଶା । ଆଜି ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ନୀତୀନ ଗଡ଼କରୀ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା । ଏହା ସହ ଦ୍ବିତୀୟ ଦିନ ଓଡ଼ିଶାରେ ପ୍ରଚାର କରିବ
SHREE MANDIR
ଅନ୍ଧାରରେ ଶ୍ରୀମନ୍ଦିର, ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ
ଅର୍ଗସ ବ୍ୟୁରୋ : ଅନ୍ଧାରରେ ଶ୍ରୀମନ୍ଦିର । ଅନ୍ଧାରରେ ଶ୍ରଦ୍ଧାଳୁ । ପ୍ରାୟ ୧୫ ମିନିଟ୍ ଲାଇନ୍ କଟିବା ଯୋଗୁଁ ଶ୍ରୀମନ୍ଦିର ଭିତରେ ଅନ୍ଧାର । ପାୱର ଟ୍ରିପ୍ ଯୋଗୁଁ ଅନ୍ଧାର ହୋଇଥିବା ସୂଚନା