ବାପାକୁ ଛୁରୀ ଭୁସି ହତ୍ୟା କଲା ପ୍ରଫେସର ପୁଅ
by Argus News
Wed, Jul 03 | 11:03 a.m.

ଭୁବନେଶ୍ବର : ରାଜଧାନୀରେ ଚାଞ୍ଚଲ୍ୟ । ବାପାକୁ ଛୁରୀ ଭୁସି ହତ୍ୟା କଲା ପ୍ରଫେସର ପୁଅ । ମଞ୍ଚେଶ୍ବର ରଙ୍ଗମାଟିଆର ଏକ ଆପାର୍ଟମେଣ୍ଟରେ ବିଭତ୍ସ ହତ୍ୟା । ମୃତଦେହ ଜବତ କରି ଛାନଭିନ୍ ଆରମ୍ଭ କରିଛି ମଞ୍ଚେଶ୍ବର ଥାନା ପୋଲିସ । ଅଭିଯୁକ୍ତ ପୁଅକୁ ଅଟକ । ମୃତକ ହେଲେ ସୁନୀଲ ଚୌଧୁରୀ  ।

ଅଧିକ ପଢନ୍ତୁ : ଗାଡି ଧକ୍କାରେ ଚାଲିଗଲା ଦମ୍ପତ୍ତିଙ୍କ ଜୀବନ

ଅଭିଯୁକ୍ତ ପୁଅ ହେଉଛନ୍ତି କିଟ୍ ଲ କଲେଜର ପ୍ରଫେସର ଅନିରୁଦ୍ଧ ଚୌଧୁରୀ । ପାରିବାରିକ କଳହରୁ ବାପାକୁ ପୁଅ ଛୁରୀ ଭୁସି ହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି । 
 

ମେଳି କର୍ପୋରେଟର
ନବୀନଙ୍କୁ ଭେଟିଲେ ମେଳି କରିଥିବା କର୍ପୋରେଟର
ଭୁବନେଶ୍ୱର: ନବୀନଙ୍କୁ ଭେଟିଲେ ମେଳି କରିଥିବା କର୍ପୋରେଟର । ନବୀନ ନିବାସ ଯାଇ ଭେଟିଲେ । ଏହି କର୍ପୋରେଟର ଗୋଷ୍ଠୀ କିଛି ଦିନ ତଳେ ଶଙ୍ଖ ଭବନରେ ଦୁଇ ବିଦ୍ରୋହୀ କର୍ପୋରେଟର ଅମରେଶ ଜେନା
ବିନାଶକାରୀ ଯୁଦ୍ଧ
ଇସ୍ରାଏଲ୍ ର ଫୋର ଫ୍ରଣ୍ଟ ଆଟାକ୍
ଅର୍ଗସ ବ୍ୟୁରୋ: ଯୁଦ୍ଧ ..ବିନାଶକାରୀ ଯୁଦ୍ଧ...ନା ହଟିବ ନା ଝୁକିବ...ହିଜବୁଲ୍ଲା ବିନାଶ ମୋଡ ରେ ଇସ୍ରାଏଲ୍..ଗୋଟିଏ ପରେ ଗୋଟିଏ ହିଜବୁଲ୍ଲା କମାଣ୍ଡର ଙ୍କୁ ଖୋଜି ଖୋଜି ଧ୍ବସ କରୁଛ
ଶିକ୍ଷକ ନିଯୁକ୍ତି ଦାବି
ସାମ୍ନାକୁ ଆସିଲା ବିଜେଡିର ଦୋମୁହାଁ ଚରିତ୍ର
ଅର୍ଗସ ବ୍ୟୁରୋ: ଜିଲ୍ଲାଭିତ୍ତିକ ସ୍ଥାୟୀ ନିଯୁକ୍ତି ଦାବିରେ ଅବିଭକ୍ତ କୋରାପୁଟ ଜିଲ୍ଲାରେ ଦିଆଯାଇଥିଲା ବନ୍ଦ ଡାକରା । ରାସ୍ତାକୁ ଓହ୍ଲାଇଥିଲେ ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସର ନେତା