ପ୍ରତିଶ୍ରୁତି ପାଲଟିଛି ପ୍ରତାରଣା, ଦୁର୍ଗମବାସୀଙ୍କୁ ସେତୁ ଧୋକା
by Argus News
Mon, Oct 21 | 7:25 p.m.

ଅର୍ଗସ ବ୍ୟୁରୋ:  କଥା ଦେଇଥିଲେ ଶୀଘ୍ର ପୋଲ ନିର୍ମାଣ କରିବେ ମାତ୍ର ବର୍ଷ ପରେ ବର୍ଷ ବିତିଲା ଦୁର୍ବଳିଆ ଅଣ ଓସାରିଆ ପୋଲ ଉପରେ ଲୋକେ କରୁଛନ୍ତି ଯାତାୟାତ l ଦୁର୍ଗମ ବାସୀଙ୍କ ପାଇଁ ଏହି ରାସ୍ତା ପାଲଟିଛି ମରଣଯନ୍ତା l ଏ ହେଉଛି ନୂଆପଡା ବୋଡେ଼ନ ଠାରୁ ଭଇଁସାଦାନୀ ପଞ୍ଚାୟତ ଓ ବୋଏରଗାଁ ପଞ୍ଚାୟତକୁ ଯିବାକୁ ରାସ୍ତା। ଦୁଇଟି ପଞ୍ଚାୟତ ବାସୀଙଅକ ପାଇଁ ଏହି ପୋଲ ଲାଇଫ୍ ଲାଇନ୍। ମାତ୍ର ନିମ୍ନମାନର ପୋଲ ଞ୍ଚଳବାସୀଙ୍କ ପାଇଁ ସାଜିଛ ଚିନ୍ତାର କାରଣ।ରାସ୍ତା ବଣ ପାହାଡ଼ ଘେରା ଭଇସାଦାନୀ ପଞ୍ଚାୟତ ର ମୁଖ୍ୟ ରାସ୍ତା l ପଞ୍ଚାୟତ ଯିବା ବାଟରେ ପଡେ ଯୁଜଘାଟ ନାଳ । ତା ଉପରେ ତିଆରି ହୋଇଛି ଏହି ଦୁର୍ବଳିଆ ପୋଲ l

ଦୀର୍ଘ ବର୍ଷ ହେଲା ଏହା ଉପରେ ସୁଉଚ୍ଚ ପୋଲ ନିର୍ମାଣ କରିବାକୁ ଲୋକେ ଦାବୀ କରୁଥିବା ବେଳେ ପ୍ରଶାସନ ଦାବି ପୁରଣ କରୁ ନଥିବା ଅଭିଯୋଗ ହୋଇଛି।ପ୍ରତିଶ୍ରୁତି ଦେଇଥିଲେ ସ୍ଥାୟୀ ପୋଲ କରିବେ । ମାତ୍ର ଦୁର୍ଗମବାସୀଙ୍କ ଦୁରାବସ୍ଥ କଥା ଭୁଲିଗଲା ପ୍ରଶାସନ। ଏବେ ଦୁର୍ବଳ ପୋଲ ଉପରେ ବିପଦପୁର୍ଣ୍ଣ ଅବସ୍ଥାରେ ଯିବାଆସିବା କରୁଛନ୍ତି ଅଞ୍ଚଳବାସୀ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ବାତ୍ୟାକୁ ନେଇ ରାଜ୍ୟ
ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଘୋଷଣା, ଏହି ୧୪ ଜିଲାରେ ବନ୍ଦ ରହିବ ସ୍କୁଲ
ଅର୍ଗସ ବ୍ୟୁରୋ: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସୋମବାର ସ୍କୁଲ ଛୁଟି ଘୋଷଣା କରିଛନ୍ତି। ୨୩ରୁ ୨୫ ତାରିଖ ଯାଏ ସ୍କୁଲ ବନ୍ଦ ରହିବ। ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ପ୍ରଭାବି
ମୁଖ୍ୟମନ୍ତ୍ରୀଙ୍କ
ମୁଖ୍ୟମନ୍ତ୍ରୀଙ୍କ ଢ଼େଙ୍କାନାଳ ଗସ୍ତ
ଅର୍ଗସ ବ୍ୟୁରୋ: ଆଜି ଢ଼େଙ୍କାନାଳ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ହେଲିକପ୍ଟର ଯୋଗେ ସନ୍ଧ୍ୟା ୫ଟା ସମୟରେ ଢେଙ୍କାନାଳରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ର
ନ୍ୟୁଜିଲାଣ୍ଡଠାରୁ
ନ୍ୟୁଜିଲାଣ୍ଡଠାରୁ ହାରିବା ପରେ ସ୍ତ୍ରୀଙ୍କ ସହ କୀର୍ତ୍ତନ କଲେ ବିରାଟ କୋହଲି
ଅର୍ଗସ ବ୍ୟୁରୋ: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ଟେଷ୍ଟ ମ୍ୟାଚ ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯିବ