ସିସିଟିଭି ନଜରରେ ରହିବ ପୁରୀ ସହର 
by Argus News
Wed, Oct 16 | 2:43 p.m.

ପୁରୀ: ପୁରୀକୁ ଜଗିବ ସିସିଟିଭି। ସିସିଟିଭି ନଜରରେ ରହିବ ପୁରୀ ସହର । 600 ରୁ ଉର୍ଦ୍ଧ୍ବ ହାଇ କାପାସିଟ୍ ସିସିଟିଭି ସର୍ଭେଲାନ୍ସରେ ରହିବ ସହର। କମାଣ୍ଡ ଏବଂ କଣ୍ଟ୍ରୋଲ ରୁମ୍ ସହିତ ଯୋଡିହେବ ସମସ୍ତ ସିସିଟିଭି। ମହାବାତ୍ୟା ଫୋନିରେ ଅଚଳ ହୋଇଥିଲା ସହରର ସମସ୍ତ ସିସିଟିଭି। ଓବିସିସି ମାଧ୍ୟମରେ ସରକାରଙ୍କୁ  ପ୍ରସ୍ତାବ ଦିଆଯାଇଛି କହିଲେ ଜିଲ୍ଲାପାଳ।  

ସହରକୁ ଅପରାଧମୁକ୍ତ,ସୁରକ୍ଷିତ ଓ ଟ୍ରାଫିକ ସୁପରିଚାଳନା ପାଇଁ ସିସିଟିଭି ଲଗାଇବା ନେଇ ହୋଇଛି ସ୍ୱତନ୍ତ୍ର ଖସଡା। ଶ୍ରୀମନ୍ଦିର, ବଡଦାଣ୍ଡ, ସମୁଦ୍ରକୂଳ, ପୁରୀର ପ୍ରବେଶପଥ, ସାହି ଗଳିକନ୍ଦିକୁ ଜଗିବ ସିସିଟିଭି। ପ୍ରତିକ୍ରିୟା ରଖିଲେ ପୁରୀ ଜିଲ୍ଲାପାଳ ସିଧାର୍ଥ ସ୍ୱାଇଁ। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା