ତୁଟିଲା ବିବାଦ : ଏପ୍ରିଲ ୧୪ ତାରିଖରେ ପାଳନ ହେବ ମହାବିଷୁବ ପଣା ସଂକ୍ରାନ୍ତି
by Argus News
Mon, Feb 12 | 10:13 p.m.

ଅର୍ଗସ ବ୍ୟୁରୋ : ତୁଟିଲା ବିବାଦ । ଆସିଲା ନିଷ୍ପତ୍ତି । ଏଥର ପଣା ସଂକ୍ରାନ୍ତି ଏପ୍ରିଲ ୧୩ କି ୧୪ରେ ପଡ଼ିବ ତାକୁ ନେଇ ଦ୍ୱନ୍ଦ୍ୱ ଉପୁଜିଥିଲା । ତେବେ ଏହି ଦ୍ୱନ୍ଦ୍ୱରେ ବର୍ତ୍ତମାନ ମୋହର ଲାଗିଛି । ଏପ୍ରିଲ ୧୪ ପଣା ସଂକ୍ରାନ୍ତି । ପଣା ସଂକ୍ରାନ୍ତି କେବେ ପାଳନ ହେବ, ହଟିଲା ସଂଶୟ । ଏପ୍ରିଲ ୧୪ ତାରିଖରେ ପାଳନ ହେବ ମହାବିଷୁବ ପଣା ସଂକ୍ରାନ୍ତି । ପଣା ସଂକ୍ରାନ୍ତି ନେଇ ମୁକ୍ତି ମଣ୍ଡପ ପଣ୍ଡିତ ସଭାର ମୋହର । ତେବେ ଅନ୍ୟକିଛି ଗଣନାକାରୀ ୧୩ ତାରିଖ ସଂକ୍ରାନ୍ତି ନେଇ କହିଛନ୍ତି ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ଚଳିତ ବର୍ଷ ସ୍ନାନଯାତ୍ରା ପରେ ମହାପ୍ରଭୁଙ୍କ ଅନବସର ନୀତିରେ ମଧ୍ୟ ବିରାଟ ପରିବର୍ତ୍ତନ ଦେଖାଦେଇଛି  ।ଏଥର ଶ୍ରୀଜିଉଙ୍କ ଅନବସର ୧୩ ଦିନ ହେବ । ସେହିଭଳି କାର୍ତ୍ତିକ ପଞ୍ଚୁକ ୫ଦିନ ବଦଳରେ ୪ ଦିନ ହେବାକୁ ଯାଉଛି । ଫଳରେ ଏ ବର୍ଷ ଲକ୍ଷ୍ମୀ ନୃସିଂହ ବେଶ ହୋଇପାରିବନି ବୋଲି କହିଲେଣି ବରିଷ୍ଠ ଦଇତାପତି । ଏଭଳି ପରିବର୍ତ୍ତନ ଭିତରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ନୀତିକାନ୍ତି ଓ ଗୁପ୍ତ ନୀତି କିଭଳି କରାଯିବ ତାକୁ ନେଇ ବି ଆଶଙ୍କା ଉପୁଜିଲାଣି । 

ରାଜ୍ୟରେ ଲାଗୁ ହେବ
13m ago
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ
LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର