ଆସିଲା ASI ରତ୍ନଭଣ୍ଡାର ଲେଜର୍ ସ୍କାନିଂ ରିପୋର୍ଟ
by Argus News
Thu, Feb 29 | 1:26 p.m.

ଅର୍ଗସ ବ୍ୟୁରୋ : ରତ୍ନଭଣ୍ଡାର ଉତ୍ତରପାର୍ଶ୍ବ କାନ୍ଥରେ ଫାଟ । ଆସିଲା ଏଏସଆଇର(ASI) ରତ୍ନଭଣ୍ଡାର ଲେଜର୍ ସ୍କାନିଂ ରିପୋର୍ଟ । ରତ୍ନଭଣ୍ଡାର କାନ୍ଥରେ ଫାଟ ଭବିଷ୍ୟତରେ କ୍ଷତି ସୃଷ୍ଟି କରିପାରେ ବୋଲି ଏଏସଆଇ(ASI) ଚିଠିରୁ ସ୍ପଷ୍ଟ । ରତ୍ନଭଣ୍ଡାରର ବାହାର ତିନୋଟି କାନ୍ଥକୁ ଡି ପ୍ଲାଷ୍ଟର କରାଯିବ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଏହାପରେ ଯଦି କୌଣସି କ୍ଷତି ଦେଖାଯାଏ ତାହାକୁ ସଂରକ୍ଷଣ ପ୍ରଣାଳୀ ଦ୍ବାରା ଉପଯୁକ୍ତ ପଦକ୍ଷେପ ନିଆଯିବ । ଗତ ନଭେମ୍ବର ମାସରେ ଦୁଇଦିନ ଧରି ରତ୍ନଭଣ୍ଡାର ବାହାରପାର୍ଶ୍ବ କାନ୍ଥର ଏଏସଆଇ (ASI) ପକ୍ଷରୁ ୪୯ଟି ପଏଣ୍ଟରେ ହୋଇଥିଲା ଲେଜର୍ ସ୍କାନିଂ ।

LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର
SAMEER
ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ
ଅର୍ଗସ ବ୍ୟୁରୋ: ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ। ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯନଙ୍କୁ ଗିରଫ କରି ଚର୍ଚ୍ଚାକୁ ଆସିଥିଲେ। ଏକ ଡ୍ରଗ୍ସ ଡିଲ୍ ମାମଲାରେ 2021