ଆଜିଠୁ ନାଟମଣ୍ଡପରେ ଫାଟ ଥିବା ବିମ୍‌ ମରାମତି କାମ
by Argus News
Fri, Feb 23 | 8:02 a.m.

ଅର୍ଗସ ବ୍ୟୁରୋ: ଆଜିଠୁ ନାଟମଣ୍ଡପ ମରାମତି । ଆଜିଠୁ ନାଟମଣ୍ଡପରେ ଫାଟ ଥିବା ବିମ୍‌ ମରାମତି କାମ ଆରମ୍ଭ ହେବ । ଦିନ ୧ଟାରୁ ସନ୍ଧ୍ୟା ୭ ଯାଏଁ ଚାଲିବ ମରାମତି କାମ । ମାର୍ଚ୍ଚ ୨୦ ତାରିଖ ପୂର୍ବରୁ ମରାମତି କାମ ସାରିବା ଲକ୍ଷ୍ୟ ରଖାଯାଇଛି । ଭକ୍ତଙ୍କ ଦର୍ଶନ ଓ ନୀତିକାନ୍ତିରେ କୌଣସି ଅସୁବିଧା ହେବ ନାହିଁ । ରାତି ୩ଟା ୧୪ରେ ହେଲା ମହାପ୍ରଭୁଙ୍କ ଦ୍ୱାର ଫିଟା ନୀତି ହେବ । 

ଆହୁରି ପଢନ୍ତୁ ଓଡିଶା ଖବର...

LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର
SAMEER
ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ
ଅର୍ଗସ ବ୍ୟୁରୋ: ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ। ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯନଙ୍କୁ ଗିରଫ କରି ଚର୍ଚ୍ଚାକୁ ଆସିଥିଲେ। ଏକ ଡ୍ରଗ୍ସ ଡିଲ୍ ମାମଲାରେ 2021