ରେଡିଓ ଦୁନିଆର ଯାଦୁଗର ଅମୀନ ସୟାନୀଙ୍କ ଦେହାନ୍ତ, ହୃଦଘାତରେ ଚାଲିଗଲା ଜୀବନ
by Argus News
Wed, Feb 21 | 1:07 p.m.

ଅର୍ଗସ ବ୍ୟୁରୋ: ଚିରନିଦ୍ରାରେ ରେଡିଓ ଦୁନିଆର ସ୍ୱରର ଯାଦୁଗର ଅମୀନ ସୟାନୀ ।  91 ବର୍ଷ ବୟସରେ ମୁମ୍ବାଇରେ ତାଙ୍କର ଦେହାନ୍ତ ହୋଇଛି । ହୃଦଘାତ ହେବାପରେ ଅମୀନଙ୍କୁ ମୁମ୍ବାଇର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ମେଡିକାଲ ନେବା ବାଟରେ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକେ ସ୍ପଷ୍ଟ କରିଛନ୍ତି । ରେଡିଓ ଜଗତରେ ଅମୀନ ସାୟାନୀ ଏକ ଜଣାଶୁଣା ନା ।

ନିଜ ସ୍ୱରର ଯାଦୁରେ ସେ ଲୋକମାନଙ୍କୁ ବାନ୍ଧି ରଖିପାରିଥିଲେ । ମୁମ୍ବାଇର ଅଲ ଇଣ୍ଡିଆ ରେଡିଓରୁ ରେଡିଓ ଉପସ୍ଥାପକ ଭାବେ ଅମୀନ ନିଜ କ୍ୟାରିଅର୍ ଆରମ୍ଭ କରିଥିଲେ ।  ଅଲ୍ ଇଣ୍ଡିଆ ରେଡିଓକୁ ଭାରତରେ ଲୋକପ୍ରିୟ କରିବାରେ ସାୟାନୀଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା।

ଅଧିକ ପଢ଼ନ୍ତୁ ମନୋରଞ୍ଜନ ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ