ଲୋକସଭାରେ ରାହୁଲ ଗାନ୍ଧୀ ହେବେ ବିରୋଧୀ ଦଳ ନେତା: ଇଣ୍ଡି ମେଣ୍ଟ ବୈଠକରେ ହେଲା ନିଷ୍ପତ୍ତି
by Argus News
Tue, Jun 25 | 10:30 p.m.

ଅର୍ଗସ ବ୍ୟୁରୋ: ଲୋକସଭାରେ ରାହୁଲ ଗାନ୍ଧୀ ହେବେ ବିରୋଧୀ ଦଳ ନେତା । ଇଣ୍ଡି ମେଣ୍ଟ ବୈଠକରେ ହେଲା ନିଷ୍ପତ୍ତି । ଏଥର କଂଗ୍ରେସକୁ ବିରୋଧୀ ଦଳ ମାନ୍ୟତା ମିଳିଛି । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କ ଘରେ ବସିଥିବା ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି।

ପ୍ରାୟ ୧୦ବର୍ଷ ପରେ ଲୋକସଭାକୁ ବିରୋଧୀ ଦଳ ନେତା ମିଳିଛି। ରାହୁଲ ଏବେ ଉତ୍ତରପ୍ରଦେଶ ରାଏବରେଲିରୁ ଏମପି ଭାବେ ଲୋକସଭାକୁ ନିର୍ବାଚିତ ହୋଇଛନ୍ତି। ନିଷ୍ପତ୍ତି ବିଷୟରେ କଂଗ୍ରେସର ବରିଷ୍ଠ ନେତା କେସି ବେଣୁ ଗୋପାଳ ସୂଚନା ଦେଇଛନ୍ତି। 

ଅଧିକ ପଢ଼ନ୍ତୁ ରାଜନୀତି ଖବର 
 

ଚାଲେଞ୍ଜ
ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ
ଭୁବନେଶ୍ୱର: ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ। ପୂଜା ମଣ୍ଡପ ସୁରକ୍ଷା ଠାରୁ ଆରମ୍ଭ କରି ଟ୍ରାଫିକ ନିୟନ୍ତ୍ରଣ, ସବୁକିଛି କିଭଳି ସୁଚାରୁ ରୂପେ ସମାପନ କରାଯି
ନର୍ସିଂ ସଂଘ
ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହେଲା ନର୍ସିଂ ସଂଘ
ଭୁବନେଶ୍ୱର: ଆନ୍ଦୋଳନରୁ ଓହରିବେ ନର୍ସିଂ ସଂଘ। ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହୋଇଛି ନର୍ସିଂ ସଂଘ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେ
ଦହି
ଉଚ୍ଚ କୋଲେଷ୍ଟ୍ରଲ କମାଇବ ଦହି
ଅର୍ଗସ ବ୍ୟରୋ: କୋଲେଷ୍ଟ୍ରଲ ଧମନୀରେ ବ୍ଲକେଜ୍ ସୃଷ୍ଟି କରେ ଏବଂ ଉଚ୍ଚ ରକ୍ତଚାପର କାରଣ ହୋଇପାରେ । ଏପରି ପରିସ୍ଥିତିରେ ଆସନ୍ତୁ ଜାଣିବା ଏହି କାମ୍ ହେବାରେ ଦହିର ବ୍ୟବହାର କିପରି ସହାୟକ ହୁ