ରାହୁଲଙ୍କ ବଡ଼ ଘୋଷଣା, ଓ୍ବାୟନାଡରେ ହେବେ ଦୁଇଜଣ ଏମପି
by Argus News
Wed, Oct 23 | 4:15 p.m.

ଅର୍ଗସ ବ୍ୟୁରୋ: କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ ବୁଧବାର କେରଳର ୱାୟନାଡରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ସେ ଏକ ରୋଡ ଶୋ କରିଥିଲେ ଏବଂ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଥିଲେ। ଏହି ସମୟରେ କଂଗ୍ରେସ ଏମପି ତଥା ଲୋକ ସଭାର ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ମଧ୍ୟ ସେଠାରେ ଉପସ୍ଥିତ ଥିଲେ। ତେବେ ଜନସଭାକୁ ସମ୍ବୋଧନ କରି ରାହୁଲ କହିଛନ୍ତି, ଯଦି ପ୍ରିୟଙ୍କା ଜିତନ୍ତି ତେବେ ୱାୟନାଡର ଦୁଇଜଣ ଏମପି ରହିବେ। ମୁଁ ୱାୟନାଡର ଲୋକମାନଙ୍କର ଅନୌପଚାରିକ ଏମପି ହେବି ।

ରାହୁଲ ଗାନ୍ଧୀ କହିଛନ୍ତି, ଭଉଣୀ ପ୍ରିୟଙ୍କା ଗାନ୍ଧୀ ୱାୟନାଡର ଜତିଲେ ଲୋକମାନେ ଏଠାରେ ଦୁଇଜଣ ଏମପି ପାଇବେ। ମୁଁ ୱାୟନାଡ ଲୋକଙ୍କର ଅନୌପଚାରିକ ଏମପି ହେବି। କହିରଖୁଛୁ ଯେ, ଲୋକ ସଭା ନିର୍ବାଚନରେ ଉତ୍ତରପ୍ରଦେଶ ରାଏବରେଲି ଓ କେରଳର ଓ୍ବାୟନାଡରୁ ନିର୍ବାଚିତ ହୋଇଥିଲେ। ପରେ ସେ ୱାୟନାଡ ଆସନ ଛାଡିବାକୁ ନିଷ୍ପତ୍ତି ନେଇଥିଲେ। ଏହି କାରଣରୁ ଏଠାରେ ଉପ-ନିର୍ବାଚନ ଅନୁଷ୍ଠିତ ହେଉଛି। ନଭେମ୍ବର ୧୩ରେ ୱାୟନାଡରେ ଭୋଟ ଗ୍ରହଣ କରାଯିବ ଏବଂ ନଭେମ୍ବର ୨୩ରେ ଭୋଟ ଗଣନା କରାଯିବ।

ଅଧିକ ପଢ଼ନ୍ତୁ ଭାରତ ଖବର 
 

CM REVIEW
ତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପରିଦର୍ଶନ କରି ସେଠାରେ ବାତ୍ୟା ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷ
CYCLONE UPDATE
କାଲି ସନ୍ଧ୍ୟା 5 ଟାରୁ 25 ତାରିଖ ସକାଳ 9 ଟା ଯାଏଁ ଭୁବନେଶ୍ୱର ବିମାନ ଚଳାଚଳ ବନ୍ଦ
ଅର୍ଗସ ବ୍ୟୁରୋ: ଆସନ୍ତାକାଲି ସନ୍ଧ୍ୟା 5 ଟାରୁ 25 ତାରିଖ ସକାଳ 9ଟା ପର୍ଯ୍ୟନ୍ତ ଭୁବନେଶ୍ୱର ବିମାନ ଚଳାଚଳ ବନ୍ଦ । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି
ଧାମରା ପୋର୍ଟରେ
ଧାମରା ପୋର୍ଟରେ ସୁରଜ୍ ସୂର୍ଯ୍ୟବଂଶୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ
ଅର୍ଗସ ବ୍ୟୁରୋ: ଧାମରା ଆଦାନୀ ପୋର୍ଟରେ ମନ୍ତ୍ରୀ ସୁରଜ୍ ସୂର୍ଯ୍ୟବଂଶୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ। ପୋର୍ଟ କର୍ତ୍ତୃପକ୍ଷଙ୍କ ସହ ଉପସ୍ଥିତ ଅଛନ୍ତି ଜିଲ୍ଲାର ବିଭିନ୍