ଘୂର୍ଣ୍ଣିବଳୟ ପ୍ରଭାବରେ ୨୬ ରୁ ବଢିବ ବର୍ଷା
by Argus News
Mon, Jun 24 | 6:02 p.m.

ଭୁବନେଶ୍ୱର: ବଙ୍ଗୋପସାଗରରେ ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ପ୍ରଭାବରେ ୨୬ ରୁ ବଢିବ ବର୍ଷା। କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ଆଲର୍ଟ। ଆସନ୍ତା ୫ ଦିନ ବର୍ଷା ହେବ। ୪୮ ଘଂଟା ଯାଏଁ ହାଲୁକା ବର୍ଷା ହେବ। ୨୬ ରୁ ୨୮ କିଛି ସ୍ଥାନରେ ପ୍ରବଳ ବର୍ଷା ସହ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଆସନ୍ତା ତିନି ଦିନ ଉପକୂଳ, ଦକ୍ଷିଣ ଅଭ୍ୟନ୍ତରୀଣ, ଉତ୍ତର ଅଭ୍ୟନ୍ତରୀଣ ଓଡ଼ିଶlରେ ବିଜୁଳି ଘଡଘଡି ସହ ୩୦ ରୁ ୪୦କିମି ବେଗରେ ପବନ ବହିବା ପରେ, ଏହାକୁ ନଜରରେ ରଖିବା ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି  ।

ଯଦିଓ ସାରା ରାଜ୍ୟ କୁ ମୌସୁମି ଛୁଇଁ ସାରିଛି l ୬ ଜିଲ୍ଲାରେ ସ୍ୱାଭିକ ବର୍ଷା ରେକର୍ଡ କାରାଯାଇଥିବା ବେଳେ ୨୪ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି lଆଜି ସୁଦ୍ଧା ୧୫୪.୬ ମିଳିମିଟର ବର୍ଷା ହବାକୁ ଥିବାବେଳେ ହେଇଛି ୯୧.୮ ମିଲି ମିଟର l ୪୧ ପ୍ରତିଶତ କାମ ବର୍ଷା ହେଇଛି।ଆଗକୁ ବଡ ବର୍ଷା ହାବକୁ ଥିବା ବେଳେ ଏହାର ପରିମାଣ କମି ପରେ ବୋଲି ଅନୁମାନ କରିଛି ପାଣିପାଗ କେନ୍ଦ୍ର।

ଅଧିକ ପଢନ୍ତୁ ଓଡ଼ିଶା ଖବର  
 

ଚାଲେଞ୍ଜ
52m ago
ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ
ଭୁବନେଶ୍ୱର: ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ। ପୂଜା ମଣ୍ଡପ ସୁରକ୍ଷା ଠାରୁ ଆରମ୍ଭ କରି ଟ୍ରାଫିକ ନିୟନ୍ତ୍ରଣ, ସବୁକିଛି କିଭଳି ସୁଚାରୁ ରୂପେ ସମାପନ କରାଯି
ନର୍ସିଂ ସଂଘ
ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହେଲା ନର୍ସିଂ ସଂଘ
ଭୁବନେଶ୍ୱର: ଆନ୍ଦୋଳନରୁ ଓହରିବେ ନର୍ସିଂ ସଂଘ। ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହୋଇଛି ନର୍ସିଂ ସଂଘ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେ
ଦହି
ଉଚ୍ଚ କୋଲେଷ୍ଟ୍ରଲ କମାଇବ ଦହି
ଅର୍ଗସ ବ୍ୟରୋ: କୋଲେଷ୍ଟ୍ରଲ ଧମନୀରେ ବ୍ଲକେଜ୍ ସୃଷ୍ଟି କରେ ଏବଂ ଉଚ୍ଚ ରକ୍ତଚାପର କାରଣ ହୋଇପାରେ । ଏପରି ପରିସ୍ଥିତିରେ ଆସନ୍ତୁ ଜାଣିବା ଏହି କାମ୍ ହେବାରେ ଦହିର ବ୍ୟବହାର କିପରି ସହାୟକ ହୁ